ମାର୍ଚ୍ଚ ୨୦୨୧ ସୁଦ୍ଧା ଗ୍ରାହକଙ୍କ ସମସ୍ତ ବ୍ୟାଙ୍କ ଆକାଉଣ୍ଟକୁ ଆଧାର ସହିତ ଲିଙ୍କ୍ କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା…
ନୂଆଦିଲ୍ଲୀ: ୨୦୨୧ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସବୁ ବ୍ୟାଙ୍କ ଆକାଉଣ୍ଟ ସହିତ ଆଧାର ନମ୍ବରକୁ ଯୋଡ଼ିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କଡ଼ା ନିର୍ଦେଶ ଦେଇଛନ୍ତି। ଇଣ୍ଡିଆନ ବ୍ୟାଙ୍କ ଆସୋସିଏସନ (ଆଇବିଏ)ର ୭୩ତମ ବାର୍ଷିକ ସାଧାରଣ ବୈଠକରେ ଉଦ୍ବୋଧନ ଦେଇ ସୀତାରମଣ ଏହି ନିର୍ଦେଶ…