ଯାଜପୁର ପିଇଓ ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍
କଟକ: ଯାଜପୁର ଜିଲ୍ଲା ଧର୍ମାଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ନିର୍ବାହୀ ଅଧିକାରୀ (ପିଇଓ) ଙ୍କ ରହସ୍ୟମୟ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ରୂପେଶ ଭଦ୍ରାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଓଡ଼ିଶା ହାଇକୋର୍ଟ ।
ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ୨୦୧୯ ମସିହା ଅକ୍ଟୋବର…