Latest Odisha News

BREAKING NEWS

ସୋସିଆଲ୍‌ ମିଡିଆରେ ଟ୍ରେଣ୍ଡ୍‌ କରୁଛି ‘ବଏକଟ୍‌ ଆମାଜନ୍‌’

ନୂଆଦିଲ୍ଲୀ: ତନିସ୍କ ପରେ ବର୍ତ୍ତମାନ ଇ-କମର୍ସ କମ୍ପାନୀ ଆମାଜନ୍‌ର ଅଡୁଆ ବଢିଥିବା ଦେଖିବାକୁ ମିଳିଛି। ହିନ୍ଦୁ ଧାର୍ମିକ ଭାବନାକୁ ଆଘାତ ଦେଇଥିବା ଅଭିଯୋଗରେ ବଏ୍‌କଟ୍‌ ଆମାଜନର ଅଭିଯାନ ସୋସିଆଲ ମିଡିଆରେ ଜୋର୍‌ ଧରିଛି। ଉଲ୍ଲେଖନୀୟ କଥା ହେଉଛି, 'ଓଁ' ହିନ୍ଦୁ ଧର୍ମ ପାଇଁ ଏକ ପବିତ୍ର…

ୱି‌ପ୍ରୋ ମୁଖ୍ୟ ଅଜିମ୍ ପ୍ରେମ୍‌ଜୀ ହେଉଛନ୍ତି ଦେଶର ସବୁଠୁ ଦାନୀ ବ୍ୟକ୍ତି

ନୂଆଦିଲ୍ଲୀ: ଆଇଟି କମ୍ପାନି ୱି‌ପ୍ରୋର ପ୍ରତିଷ୍ଠାତା ଅଜିମ୍ ପ୍ରେମ୍‌ଜୀ ହେଉଛନ୍ତି ଦେଶର ସବୁଠୁ ଦାନୀ ବ୍ୟକ୍ତି। ସେ ଗତ ଆର୍ଥିକ ବର୍ଷରେ ଅର୍ଥାତ୍ ୨୦୧୯-୨୦ ରେ ପ୍ରାୟ ୭,୯୦୪ କୋଟି ଟଙ୍କା ଦାନ କରିଛନ୍ତି। ହୁରୁନ୍ ଇଣ୍ଡିଆ ଏବଂ ଏଡେଲଗିଭ୍‌ ଫାଉଣ୍ଡେସନ ପକ୍ଷରୁ ପ୍ରକ‌ାଶିତ ତାଲିକାରେ…

ଦେଶରେ କରୋନାରୁ ସୁସ୍ଥ ହେଲେଣି ୮୦ ଲକ୍ଷ ଆକ୍ରାନ୍ତ, ୫ଲକ୍ଷ ତଳକୁ ଖସିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବଢୁଛି ସୁସ୍ଥ ହାର । ଦେଶରେ ୮୬ ଲକ୍ଷ ଟପିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୪୪ ହଜାର ୨୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୬ ଲକ୍ଷ ୩୬ ହଜାର ୧୨କୁ ବୃଦ୍ଧି ପାଇଛି ।…

ସମ୍ବଲପୁରରେ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ୩୫ ଲକ୍ଷ ଲୁଟ୍

ସମ୍ବଲପୁର: କୁଚିଣ୍ଡା ଥାନା ପିପାଲଖୁଣ୍ଟି ସ୍ଥିତ ୟୁନିଅନ ବ୍ୟାଙ୍କର ଦୁଇ କର୍ମଚାରୀଙ୍କ ଠାରୁ ବନ୍ଧୁକ ମୁନରେ ୩୫ ଲକ୍ଷରୁ ଅଧିକ ଟଙ୍କା ଲୁଟ ଅଭିଯୋଗ। ସୂଚନାନୁସାରେ, ମଙ୍ଗଳବାର ଦିନ ପିପଳଖୁଣ୍ଟି ନିକଟରେ ଏହି ବ୍ୟାଙ୍କ କର୍ମଚାରୀମାନେ ଶାଖାକୁ ଫେରୁଥିବା ବେଳେ ସେମାନଙ୍କୁ ଅଟକାଇ ଟଙ୍କା…

କରୋନା ସଙ୍କଟ କାଳରେ ଐତିହାସିକ ସ୍ତରରେ ପହଞ୍ଚିଲା ଷ୍ଟକ୍‌ ମାର୍କେଟ୍‌; ;ପ୍ରଥମଥର ପାଇଁ ୪୩୦୦୦ ଟପିଲା ସେନ୍‌ସେକ୍ସ

ମୁମ୍ବାଇ: ପ୍ରଥମ ଥର ପାଇଁ କରୋନା ସଙ୍କଟ କାଳରେ ଐତିହାସିକ ସ୍ତରରେ ପହଞ୍ଚିଛି ଷ୍ଟକ୍‌ ମାର୍କେଟ୍‌। ଆମେରିକା ନିର୍ବାଚନ ଫଳାଫଳ ଏବଂ କରୋନା ଟିକା ଆସିବା ନେଇ ସକାରାତ୍ମକ ଖବର ପ୍ରଚାର ହେବା ପ୍ରଭାବରେ ବମ୍ବେ ଷ୍ଟକ ବଜାର ସେନ୍‌ସେକ୍ସରେ ବଡ଼ ଧରଣର ବୃଦ୍ଧି ହୋଇଛି। ସେନ୍‌ସେକ୍ସ ୬୮୦…

ବାଇକକୁ ଧକ୍କା ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ

କେନ୍ଦୁଝର: ସ୍ପଷ୍ଟ ଦିବାଲୋକରେ ଘଟୁଛି ଅପରାଧ । କେନ୍ଦୁଝର, ଚମ୍ପୁଆ ଥାନା ରିମୁଳି ନିକଟରେ ଏକ ବାଇକକୁ ପଛପଟୁ ଧକ୍କା ଦେଇ ୧ ଲକ୍ଷ ୨୫ ହଜାର ଟଙ୍କା ଲୂଟ ଅଭିଯୋଗ। ସୁଚାନୁଯାୟୀ, ଚମ୍ପୁଆ ବ୍ଲକ୍, ବିରିକୁଆଁ ଗ୍ରାମର ମଂଗଳୁ ମହାନ୍ତ ଓ ଯଦୁମଣି ମହାନ୍ତ କରିଥିବା ଅଭିଯୋଗ ଅନୁଯାୟୀ, ରିମୁଳି…

ସପ୍ତମ ଥର ବିହାର ମୁଖ୍ୟମନ୍ତ୍ରୀ ହେବେ ନୀତିଶ କୁମାର, ପୂର୍ବରୁ କେବେ ହୋଇଥିଲେ ସିଏମ୍ ?

ପାଟନା: ବିହାର ବାଜି ଜିତିଛି ଏନଡିଏ । ୧୨୫ ଆସନରେ ବହୁମତ ହାସଲ କରିଛନ୍ତି । ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ଜେଡିୟୁ ମୁଖ୍ୟ ନୀତିଶ କୁମାର । ସପ୍ତମ ଥର ବିହାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟଭାର ସମ୍ଭାଳିବେ ନୀତିଶ । ସେ ବିହାରର ୩୭ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ । ନିର୍ବାଚନ…

ବଢିବ ତାପମାତ୍ରା କମିବ ଥଣ୍ଡା: ପଣିପାଗ ବିଭାଗ

ଭୁବନେଶ୍ୱର: ଲଗାତାର କିଛି ଦିନ ହେବ କ୍ରମାଗତ ଭାବରେ ତାପମାତ୍ରାରେ ହ୍ରାସ ଯୋଗୁଁ ଅନେକ ସହରେ ପାରଦ ଖସିବା ସହ ଥଣ୍ଡା ମଧ୍ୟ ଅନୁଭୂତ ହେଉଥିଲା। କିଛି କିଛି ସ୍ଥାନର ତାପମାତ୍ରା ୧୦ ରୁ ୫ ଡିଗ୍ରି ତଳକୁ ଖସିଥିବା ରେକର୍ଡ ମଧ୍ୟ ହୋଇଛି। ମାତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁଣି ଥରେ…

ପୂର୍ବ ଶତ୍ରୁତାରୁ ଆକ୍ରମଣ: ଗୋଟିଏ ପରିବାରର ଦୁଇ ମୃତ, ୩ ଗୁରୁତର

ସମ୍ୱଲପୁର: ବୁର୍ଲାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ମରଣାନ୍ତକ ଆକ୍ରମଣ । ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ସେମାନେ ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ବୁର୍ଲା ସେଣ୍ଟ୍ରାଲ ଲାଇନ ସାହିରେ ଘଟିଛି ଏହି ଘଟଣା । ମୃତକମାନେ…

ପ୍ରକାଶ ପାଇଲା ଓୟୁଏଟି ସିପିଜିଏସ୍‌ ପରୀକ୍ଷା ଫଳ; ୩ ବିଭାଗର ସମସ୍ତ ଛାତ୍ରଛାତ୍ରୀ ପାସ୍

ଭୁବନେଶ୍ବର: ପ୍ରକାଶ ପାଇଛି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ(ଓୟୁଏଟି) ଅଧୀନ ସିପିଜିଏସ୍‌(ସେଣ୍ଟର ଫର୍‌ ପୋଷ୍ଟ ଗ୍ରାଜୁଏଟ୍‌ ଷ୍ଟଡିଜ୍‌)ର ୩ଟି ବିଭାଗର ଶେଷ ବର୍ଷ ପରୀକ୍ଷା ଫଳ । ସୂଚନାନୁସାରେ, ଏମ୍‌ସିଏ, ବାୟୋ-ଇନ୍‌ଫରମେଟିକ୍ସ ଓ ଏବିଏମ୍‌(ଏଗ୍ରି ବିଜନେସ୍‌…