ବରଗଡ଼ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା, ୨ ଜଣଙ୍କୁ ଅଟକ ରଖିଲା ପୋଲିସ
ବରଗଡ଼: ବରଗଡ଼ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା । ଆଇଜି ହିମାଂଶୁ ଲାଲ୍, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପରିବାର ଲୋକଙ୍କ ବୟାନ ରେକର୍ଡ କରାଯାଇଛି । ପାରିବାରିକ କଳହ ଘଟଣାରୁ ଏହା ଘଟିଛି ବୋଲି କହିଲେ ହିମାଂଶୁ ଲାଲ୍ । ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖାଯାଇଛି । ଗାଏସିଲେଟ୍…