Latest Odisha News

BREAKING NEWS

ଆମେରିକା ବର୍ହିବ୍ୟାପାର ମନ୍ତ୍ରୀଙ୍କ ବିସ୍ଫୋରକ ବୟାନ :‘ଚୀନ ଦୀର୍ଘ ଦିନ ଧରି ଭାରତ ପାଇଁ ବିପଦ ସୃଷ୍ଟି କରୁଛି’

ୱାଶିଂଟନ: ଆମେରିକା ବର୍ହିବ୍ୟାପାର ମନ୍ତ୍ରୀ ମାଇକ ପୋମ୍ପିଓଙ୍କ ବୟାନ ଏବେ ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି । ସେ ସିଧାସଳଖ କହିଛନ୍ତି ଦୀର୍ଘ ଦିନ ଧରି ଭାରତ ପାଇଁ ଚୀନ ବିପଦ ସୃଷ୍ଟି କରୁଛି । ଭାରତକୁ ଅନ୍ୟ ଦେଶର ସହାୟତା ଆବଶ୍ୟକ । ଭାରତ, ଅଷ୍ଟ୍ରେଲିଆ, ଦକ୍ଷିଣ କୋରିଆ, ଜାପାନ ଏବଂ…

ଜୁନ୍ ୩୦ ଯାଏଁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟଡାଉନ୍‌

ଭୁବନେଶ୍ୱର: କେନ୍ଦ୍ରର ଅନ୍‌ଲକ-୧କୁ ନେଇ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ ଗାଇଡଲାଇନ୍ । ଅଧିକ କରୋନା ସଂକ୍ରମିତ ୧୧ଟି ଜିଲ୍ଲାରେ ଆସନ୍ତା ମାସେ ପର୍ଯ୍ୟନ୍ତ ଅର୍ଥାତ ଜୁନ୍ ୩୦ ଯାଏଁ ପ୍ରତି ଶନିବାର ଓ ରବିବାର ସଟଡାଉନ ଘୋଷଣା ହୋଇଛି । ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର,…

ତିନୋଟି କବିତା…

ତିନୋଟି କବିତା ଦେବାଶିଷ୍ ମହାନ୍ତି ସଦିଚ୍ଛା ଚିକ୍‌ମିକ୍ ଅନେକ ସ୍ୱପ୍ନ ବର୍ଷିଯାଉ ସାରା ରାତି ତୁମ ସଂକଳ୍ପରେ ଆଶାରେ ତୃଷ୍ଣାରେ ଆଉ ଭିଜିଯାଅ ତୁମେ ଆତ୍ମବିଶ୍ୱାସରେ । ସିଦ୍ଧ ହେଉ ଅନୁକୂଳ ଶୁଭମୟ ହେଉ ନୂତନ ସକାଳ ଆତ୍ମିୟତା ଆଙ୍କିଚାଲ ଜୀବନର ଚିତ୍ରପଟ୍ଟେ ଅଜଣା ମୁଁ…

କେରଳ ଛୁଇଁଲା ଦକ୍ଷିଣପଶ୍ଚିମ ମୋୖସୁମୀ

ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୋୖସୁମୀ ବାୟୁ କେରଳରେ ପହଞ୍ଚିଛି ଏବଂ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆରବ ସାଗର, ମାଲଦ୍ୱୀପ-କୋମରିନ୍ ଅଞ୍ଚଳ, ଦକ୍ଷିଣ-ପଶ୍ଚିମ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଆଦି ଅଞ୍ଚଳରେ ପାଗରେ ପରିବର୍ତ୍ତନ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପ୍ରକାଶ…

ସୌରଶକ୍ତିରେ ପରିଚାଳିତ ହେବ ଓଡ଼ିଶା ବିଧାନସଭା

ଭୁବନେଶ୍ୱର: ସୌରଶକ୍ତି ଚାଳିତ ହେବ ଓଡ଼ିଶା ବିଧାନସଭା । ବିଧାନସଭା ଛାତ ଉପରେ ଲାଗିବ ସୋଲାର ପ୍ଲାଣ୍ଟ । ଏନେଇ ସୋମବାର ଦିନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଏଥିରେ OREDA ଅଧିକାରୀ ବି ଉପସ୍ଥିତ ଥିଲେ। ସେପ୍ଟେମ୍ବର ଶେଷ ସୁଦ୍ଧା ବିଧାନସଭାକୁ…

କେନ୍ଦ୍ରାପଡ଼ାରେ ୫୦ କରୋନା ପଜିଟିଭ, କଣସରା ଗ୍ରାମ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୬ଟି ନୂଆ କରୋନା ମାମଲା ରେକର୍ଡ କରାଯାଇଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରାପଡ଼ାରେ ୫୦ ଆକ୍ରାନ୍ତ ରହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ରାପଡା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ଯେ ସେମାନଙ୍କ ମଧ୍ୟରୁ ୩୬ ଜଣ ସୁରଟରୁ, ଆଠ ଜଣ…

ମୋଟର ଚାଳକ ସଂଘର ଦାବିକୁ ଯୁକ୍ତିଯୁକ୍ତ ଦର୍ଶାଇଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ସାରା ରାଜ୍ୟରେ ଓଡିଶା ମୋଟର ଚାଳକ ସଂଘ ଧର୍ମଘଟ ଆରମ୍ଭ କରିଛନ୍ତି । ଏଥିରେ ଗାଡି ଡ୍ରାଇଭର, କଣ୍ଡକ୍ଟର, ହେଲପର ସମେତ ସମସ୍ତ କର୍ମଚାରୀ ସାମିଲ ହୋଇଛନ୍ତି। ତିନି ମାସର କ୍ଷତି ପୂରଣ ସମେତ ୫୦ ଲକ୍ଷ ଟଙ୍କାର ବୀମା କଲ୍ୟାଣ ପାଣ୍ଠି ଏବଂ ଶ୍ରମ ବିଭାଗ ଦ୍ବାରା ପରିବହନ କର୍ମଚାରୀ…

ଭୁବନେଶ୍ୱରରୁ ଆଜି ଗଡିବ ପ୍ରଥମ ସ୍ୱତନ୍ତ୍ର ଟ୍ରେନ୍‌, ଜାଣନ୍ତୁ ସମୟ…

ଭୁବନେଶ୍ୱର: ଭୁବନେଶ୍ୱର-ହାୱଡା ଜନ ଶତାବ୍ଦୀ ଏକ୍ସପ୍ରେସ ସ୍ପେଶାଲ ଟ୍ରେନ ସୋମବାର ଦିନ ପ୍ରାୟ ୬ ଟା ବେଳେ ଭୁବନେଶ୍ୱର ରେଳ ଷ୍ଟେସନରୁ ବାହାରିବ। ରେଳବାଇ ପକ୍ଷରୁ ସୋମବାର ଦିନ ଠାରୁ ୨୦୦ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଭୁବନେଶ୍ୱର-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସ ସ୍ପେଶାଲ…

ଗଞ୍ଜାମରୁ ବେଆଇନ୍ କରତ କଳ ଯନ୍ତ୍ରାଂଶ ସହ ୪ ଲକ୍ଷ ମୂଲ୍ୟର କାଠ ଗଣ୍ଡି ଜବତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ମର୍ଦ୍ଦମେଖ ପଞ୍ଚାୟତର ବେଲଝରି ଗ୍ରାମ ଉପକଣ୍ଠରେ ବେଆଇନ୍ ଭାବେ ଚାଲିଥିବା ଏକ କରତ କଳ ଉପରେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ବ୍ରହ୍ମପୁର ଡିଏଫଓଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉ କରାଯାଇ ବେଆଇନ କରତ କଳର ସମସ୍ତ ଯନ୍ତ୍ରାଂଶ,…

ପୁଣି ମହଙ୍ଗା ହେଲା ରନ୍ଧନ ଗ୍ୟାସ; ଜାଣନ୍ତୁ ମୂଲ୍ୟ

ନୂଆଦିଲ୍ଲୀ: ବୋଝ ଉପରେ ନଳିତା ବିଡା । କରୋନା ସଙ୍କଟ ସାଙ୍ଗକୁ ମହଙ୍ଗା ମାଡ଼। ଦେଶର ତୈଳ ବଜାର ଏଚପିସିଏଲ, ବିପିସିଏଲ, ଆଇଓସି ବିନା ସବସିଡି ଏଲପିଜି ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି । ସମସ୍ତ ରାଜ୍ୟରେ ଟ୍ୟାକ୍ସର ପରିମାଣ ଅଲଗା ଅଲଗା ରହିଥାଏ ତେଣୁ ଦାମରେ ମଧ୍ୟ…