ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୧୫୬ କରୋନା ପଜିଟିଭ, କେଉଁଠୁ କେତେ ଜାଣନ୍ତୁ
ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୫୬ କରୋନା ପଜିଟିଭ ।
ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା…