କୋଭିଡ-୧୯ ଗାଇଡଲାଇନ ମଧ୍ୟରେ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୦ରୁ ଆରମ୍ଭ ହେବାକୁ ଥିବା ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ କୋଭିଡ-୧୯ ଗାଇଡଲାଇନ ମଧ୍ୟରେ ଅନୁଷ୍ଠିତ ହେବ।
ଏସମ୍ପର୍କରେ ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ଯେ କୋଭିଡ-୧୯…