କରୋନା ଅପଡେଟ୍: ସୁସ୍ଥ ହେଲେ ଆଉ ୭୬ ସଂକ୍ରମିତ
ଭୁବନେଶ୍ୱର: ରାଜ୍ୟରେ ଆଜି ସକାଳେ ସର୍ବାଧିକ ୧୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ତେବେ ଏହାରି ଭିତରେ ମଧ୍ୟାହ୍ନରେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ତ ହୋଇଛନ୍ତି । ଏହି ୭୬ ଜଣଙ୍କ ଟେଷ୍ଟ ରିପୋର୍ଟ…