Indigo Flight: ବିମାନ ସେବାରେ ବିଭ୍ରାଟ; ‘ଇଣ୍ଡିଗୋ’ ଉପରେ ୨୨ କୋଟି ଟଙ୍କା ଫାଇନ୍
ନୂଆଦିଲ୍ଲୀ: ଇଣ୍ଡିଗୋ ଏୟାର ଲାଇନ୍ସ ଉପରେ ୨୨.୨ କୋଟି ଟଙ୍କାର ଜରିମାନା ଲଗାଇଲା ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) । ଗତ ଡିସେମ୍ବର ମାସରେ ବହୁ ସଂଖ୍ୟକ ଉଡ଼ାଣ ବାତିଲ କରିବା ଯୋଗୁଁ ବିମାନ କମ୍ପାନୀ ବିରୁଦ୍ଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବହୁ ସଂଖ୍ୟକ…