ମୋବାଇଲରେ ହେବ ଜଳସେଚନ ସମସ୍ୟା ସମାଧାନ; ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଜଳସଂପଦ ବିଭାଗର ୪ଟି ଅନ୍ଲାଇନ ସେବାର ଶୁଭାରମ୍ଭ
ଭୁବନେଶ୍ୱର: ଜଳସଂପଦ ବିଭାଗର ୪ଟି ଅନ୍ଲାଇନ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧାସଳଖ ଜଣାଇ ପାରିବେ ଜଳସଂପଦ ବିଭାଗକୁ।
ସୂଚନା ଅନୁଯାୟୀ ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଆଉ…