ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କରୋନା ପଜିଟିଭ, କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ
ଭୁବନେଶ୍ୱର: ରାଜ୍ୟରେ ବିଜୁଳି ବେଗରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୬୩ କରୋନା ପଜିଟିଭ ।
ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।…