ରାଜ୍ୟରୁ ୨୪ ଘଣ୍ଟାରେ ୧, ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା କେସ୍ ବଢୁଛି । ତଥାପି ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଖସୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୪ ଶହ ୩୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୮୩୩ ଜଣ ଥିବା ବେଳେ ୬୦୧ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ।…