ଆଜି ଭାରତ ପାଇଁ ଏକ ଐତିହାସିକ ଦିନ; ବିମୁଦ୍ରୀକରଣକୁ ପୂରିଲା ୪ ବର୍ଷ
ନୂଆଦିଲ୍ଲୀ: ୨୦୧୬ ମସିହା ନଭେମ୍ବର ମାସ ୮ ତାରିଖ ଭାରତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ ଥିଲା। ଏହି ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାତି ୮ଟାରେ ଦୂରଦର୍ଶନରେ ଭାଷଣ ଦେଲାବେଳେ ରାତି ୧୨ଟାରୁ ୧୦୦୦ ଏବଂ ୫୦୦ ଟଙ୍କିଆ ନୋଟ୍କୁ ଅଚଳ ଘୋଷଣା କରିଦେଇଥିଲେ। ଫଳରେ ସେତେବେଳେ…