Latest Odisha News

BREAKING NEWS

ସାବଧାନ, କରୋନା ଯାଇନି, ସତର୍କ ରୁହନ୍ତୁ: ପୋଲିସ କମିଶନର

ଭୁବନେଶ୍ୱର: ସତର୍କ ରୁହନ୍ତୁ । କରୋନା ଯାଇନି । ଲକଡାଉନ୍ ଉଠିଗଲା ମାନେ ନାର୍ହି ଯେ, କରୋନା ଚାଲିଗଲା । ସାମାଜିକ ବ୍ୟବଧାନ ଓ ମାସ୍କ ପିନ୍ଧିବା ନେଇ ହୋଇଥିବା ବୈଠକରେ ଆଜି କିଛି ଏଭଳି ସତର୍କ ବାଣୀ ଶୁଣାଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ । ସେ କହିଛନ୍ତି, ଲକଡାଉନ କୋହଳ ହେବା…

ଲକ୍‌ଡାଉନ ରେସିପି : ଭୁବନେଶ୍ୱରରୁ ଜୟଶ୍ରୀ ଜ୍ୟୋତିର୍ମୟୀ ସାହୁଙ୍କ ୟମ କୋଫତା କରି

ଭୁବନେଶ୍ୱର : www.odishabytes.com  ଓ www.odishasambad.in ପକ୍ଷରୁ ଏପ୍ରିଲ ମାସ ଶେଷ ସପ୍ତାହରୁ ଆରମ୍ଭ ହୋଇଥିଲା ଲକ୍‌ଡାଉନ ରେସିପି ପ୍ରତିଯୋଗିତା । ଏଥିରେ ବହୁ ସଂଖ୍ୟାରେ ଭାଗ ନେଇ ପ୍ରତିଯୋଗୀ ଆମକୁ ତାଙ୍କର ଇନୋଭେଟିଭ୍ ରେସିପି ପ୍ରସ୍ତୁତ କରି ଭିଡିଓ ପଠାଇଥିଲେ । ଏହାକୁ ଆମେ…

ଲକ୍‌ଡାଉନ ରେସିପି : ଭୁବନେଶ୍ୱରରୁ ମାନସୀ ରଥଙ୍କ ଗାର୍ଡେନ ଟୁ ଟେବୁଲ

ଭୁବନେଶ୍ୱର : www.odishabytes.com  ଓ www.odishasambad.in ପକ୍ଷରୁ ଏପ୍ରିଲ ମାସ ଶେଷ ସପ୍ତାହରୁ ଆରମ୍ଭ ହୋଇଥିଲା ଲକ୍‌ଡାଉନ ରେସିପି ପ୍ରତିଯୋଗିତା । ଏଥିରେ ବହୁ ସଂଖ୍ୟାରେ ଭାଗ ନେଇ ପ୍ରତିଯୋଗୀ ଆମକୁ ତାଙ୍କର ଇନୋଭେଟିଭ୍ ରେସିପି ପ୍ରସ୍ତୁତ କରି ଭିଡିଓ ପଠାଇଥିଲେ । ଏହାକୁ ଆମେ…

ଚିରନିଦ୍ରାରେ ମାଆ, ଉଠାଇବାକୁ ଚେଷ୍ଟା କରୁଛି ପୁଅ

ପାଟନା: ରେଳ ଷ୍ଟେସନର ପ୍ଲାଟଫର୍ମରେ ନିଶବ୍ଦ ହୋଇ ପଡିଛି ମାଆ । ଦେଢ ବର୍ଷର ପୁଅର ପାଟି ଖୋଲୁନି, ତଥାପି ମାଆକୁ ଉଠାଇବାକୁ ଚେଷ୍ଟା କରିଚାଲିଛି । ବୋଧହୁଏ ମାଆକୁ ବୁଝାଇବାକୁ ଚେଷ୍ଟା କରୁଛି । ସମୟ ହୋଇଯାଇଛି, ଟ୍ରେନ୍ ଆସିଗଲାଣି ଆମକୁ ଫେରିବାକୁ ହେବ । ମାଆ ଘୋଡାଇଥିବା ଚାଦରକୁ ବାରମ୍ବାର…

ଲକ୍‌ଡାଉନ ରେସିପି : ବେଙ୍ଗାଳୁରୁରୁ ଲିପିକା ନାୟକଙ୍କ ସାତପୁରୀ ପିଠା

ଭୁବନେଶ୍ୱର : www.odishabytes.com  ଓ www.odishasambad.in ପକ୍ଷରୁ ଏପ୍ରିଲ ମାସ ଶେଷ ସପ୍ତାହରୁ ଆରମ୍ଭ ହୋଇଥିଲା ଲକ୍‌ଡାଉନ ରେସିପି ପ୍ରତିଯୋଗିତା । ଏଥିରେ ବହୁ ସଂଖ୍ୟାରେ ଭାଗ ନେଇ ପ୍ରତିଯୋଗୀ ଆମକୁ ତାଙ୍କର ଇନୋଭେଟିଭ୍ ରେସିପି ପ୍ରସ୍ତୁତ କରି ଭିଡିଓ ପଠାଇଥିଲେ । ଏହାକୁ ଆମେ…

ଚୀନ ନରମିଲା, ସୀମାରେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି

ବେଜିଂ: ଲଦାଖ ଓ ଉତର ସିକ୍କିମ ସୀମାରେ ଉପୁଜିଥିବା ସୀମା ବିବାଦ ନେଇ ଭାରତ ଓ ଚୀନ ମୁହାଁ ମୁହିଁ ହୋଇଥିଲେ । ଭାରତ ପଛଘୁଂଚା ନ ଦେବାରୁ ଚୀନ ବୁଧବାର ନରମିଛି । ସୀମାରେ ସ୍ଥିତି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିଛି । ଆଲୋଚନା ଓ ବୁଝାମଣା ମାଧ୍ୟମରେ ଏହାର ସମାଧାନ ରାସ୍ତା ବାହାର…

୪ ଦିନ ହେବ ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ

ଡେରାଡୁନ୍‌: ହୁ ହୁ ହୋଇ ଜଳୁଛି ଜଙ୍ଗଲ । ୪ ଦିନରୁ ଅଧିକ ହେବ ଉତ୍ତରାଖଣ୍ଡ ଜଙ୍ଗଲରେ ନିଆଁ ଲାଗିଛି । କରୋନା ସଂକଟ ମଧ୍ୟରେ ଦେବଭୂମି ଉତ୍ତରାଖଣ୍ଡର ଜଙ୍ଗଲରେ ଅଗ୍ନିର ପ୍ରଚଣ୍ଡ ତାଣ୍ଡବ ଚାଲିଛି । ଆକଶରୁ ନିଆଁ ବର୍ଷା ହେଉଛି । ତାପମାତ୍ରା ବୃଦ୍ଧି ଯୋଗୁଁ ଜଙ୍ଗଲରେ ନିଆଁ ଲାଗିଛି । ନିଆଁର…

ସାଇକେଲ ଗର୍ଲ ଜ୍ୟୋତିଙ୍କ ଉପରେ ଫିଲ୍ମ ନିର୍ମାଣ କରିବେ ପିହୁ ନିର୍ଦ୍ଦେଶକ

ପାଟନା: ଲକଡାଉନ ଅବସରରେ ଅସୁସ୍ଥ ବାପାଙ୍କୁ ସାଇକେଲରେ ବସାଇ ଗୁରୁଗ୍ରାମରୁ ଦରଭଙ୍ଗା ଆଣିଥିବା ଜ୍ୟୋତି କୁମାରୀଙ୍କ ଚର୍ଚ୍ଚା ଦିନକୁ ଦିନ ବଢ଼ିବାରେ ଲାଗିଛି । ସାଇକେଲ ଗର୍ଲ ଜ୍ୟୋତିଙ୍କ ଉପରେ ଫିଲ୍ମ ନିର୍ମାଣ କରିବେ ବୋଲି ପିହୁ ନିର୍ଦ୍ଦେଶକ ବିନୋଦ କାପାଡୀ ଘୋଷଣା କରିଛନ୍ତି । ଜ୍ୟୋତି…

ପୁରୀ ଶ୍ରୀମନ୍ଦିର ଚାରିପାଖରେ ଲାଗିଲା ୪ଟି ଷ୍ଟାଣ୍ଡିଂ ସାନିଟାଇଜର୍ ମେସିନ୍‌

ପୁରୀ: 'ରୋଟାରୀ କ୍ଲବ ଅଫ୍ ଶ୍ରୀଜଗନ୍ନାଥଧାମ' ତରଫରୁ ଆଜି ଶ୍ରୀଜଗନ୍ନାଥ ମନ୍ଦିର ଚାରି ଦ୍ବାରରେ ୪ ଗୋଟି ଷ୍ଟାଣ୍ଡିଙ୍ଗ ସାନିଟାଇଜର ଯନ୍ତ୍ର ଯୋଗାଇ ଦିଆଯାଇଛି। ମନ୍ଦିର ଭିତରକୁ ଯିବାବେଳେ ବିନା ସ୍ପର୍ଶ ରେ ହାତରେ ସାନିଟାଇଜର ଲଗାଇବାର ସୁବିଧା କରାଯାଇଅଛି। ଅଧିକ ପଢନ୍ତୁ: …

ଶିକ୍ଷକଙ୍କୁ ଦୁର୍ବ୍ୟବହାର କଲେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ କରୋନା ବିରୋଧୀ ଲଢେଇରେ ଶିକ୍ଷକ/ଶିକ୍ଷୟତ୍ରୀ ମାନେ ଯୋଦ୍ଧା ଭଳି ନିଜକୁ ଉତ୍ସର୍ଗ କରିଛନ୍ତି । ସେମାନଙ୍କୁ ଦୁର୍ବ୍ୟବହାର ବରଦାସ୍ତ କରାଯିବନି, ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଜି ଚେତାଇ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ।…