Latest Odisha News

BREAKING NEWS

ଦ କପିଲ ଶର୍ମା ସୋ ଛାଡିବେ କ୍ରିଷ୍ଣା ଅଭିଷେକ!

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ପରେ ଆରମ୍ଭ ହୋଇଥିବା କପିଲ ଶର୍ମା ସୋ ଦର୍ଶକଙ୍କ ଭଲ ମନୋରଞ୍ଜନ କରୁଛି। ସୋ ସହିତ ଜଡିତ ସମସ୍ତ କଳାକାର ବହୁତ ଭଲ ପ୍ରଦର୍ଶନ ମଧ୍ୟ କରୁଛନ୍ତି। ପ୍ରଶଂସକମାନେ କ୍ରିଷ୍ଣା ଅଭିଷେକଙ୍କ କମେଡିକୁ ମଧ୍ୟ ବହୁତ ପସନ୍ଦ କରୁଛନ୍ତି। କପିଲ ଏବଂ କ୍ରିଷ୍ଣାଙ୍କ ଯୁଗଳବନ୍ଦୀକୁ…

ବାଲେଶ୍ୱରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ବ୍ରାଉନସୁଗାର ବିଜନେସର ପେଣ୍ଠସ୍ଥଳୀ ପାଲଟିଛି ବାଲେଶ୍ୱର । ବଡ ଧରଣର ଡ୍ରଗ୍ସ ରାକେଟର ପର୍ଦ୍ଦାଫାଶ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଜବତ ହୋଇଛି କୋଟିଏ ଟଙ୍କାର ବ୍ରାଉନସୁଗାର । ୧ କେଜି ୧୦୫ ଗ୍ରାମ୍‌ ଧଳା ଜହର ଜବତ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ସ୍ପେଶାଲ ଟିମ୍‌ ।…

ଅଧ ଘଣ୍ଟାର ଫୋନ୍‌ କଲ୍‌ ଅମୀର୍‌ଙ୍କ ଜୀବନରେ ଏକ ନୂଆ ମୋଡ ଆଣିଥିଲା

ନୂଆଦିଲ୍ଲୀ: ଆଜି ଅର୍ଥାତ୍‌ ନଭେମ୍ବର ୭ ତାରିଖରେ ଆମୀର ଖାନଙ୍କ ପତ୍ନୀ କିରଣ ରାଓ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ରୀନା ଦତ୍ତାଙ୍କଠାରୁ ୨୦୦୨ରେ ଛାଡପତ୍ର ପରେ ଆମୀର ଖାନ୍‌ଙ୍କ ବିବାହ କିରଣଙ୍କ ସହିତ ହୋଇଥିଲା। ଏକ ସାକ୍ଷାତକାରରେ ଆମୀର ଖାନ କହିଥିଲେ- ଯେତେବେଳେ ୨୦୦୧ରେ ଲଗାନ୍‌ର…

ରାଜ୍ୟରେ ସବୁଠୁ ଥଣ୍ଡା ସହର ସୋନପୁର, ଏସବୁ ଜିଲ୍ଲାରେ ବଢୁଛି ଶୀତ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା । ଅନୁଭୂତ ହେଲାଣି ଶୀତ । ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଅଞ୍ଚଳରେ ଥଣ୍ଡା ବଢ଼ିଲାଣି । ୧୧.୮ ଡିଗ୍ରୀ ସେଲସିୟସ ସହ ରାଜ୍ୟରେ ସବୁଠୁ ଥଣ୍ଡା ସହର ହୋଇଛି ସୋନପୁର । ଗତକାଲି ସୋନପୁରରେ ପାରଦ ୧୨ ଡିଗ୍ରୀ ତଳକୁ ଖସିଛି । ସେହିପରି ଆଉ…

ଏକଜିଟ୍ ପୋଲ : ବିହାରରେ ରାଜ କରିବେ ତେଜସ୍ୱୀ

ପାଟନା : ବିହାର ନିର୍ବାଚନ ସରିବା ସହିତ ପ୍ରକାଶ ପାଇଥିବା ସମସ୍ତ ଏକଜିଟ୍ ପୋଲ ସର୍ଭେରୁ ତେଜସ୍ୱୀ ଯାଦବଙ୍କ ନେତୃତ୍ବାଧୀନ ମହାଗଠବନ୍ଧନ ମେଣ୍ଟ ସରକାର ଗଢିବା ଅନୁମାନ କରାଯାଉଛି । ୧୫ ବର୍ଷର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ପଛରେ ପକାଇ ତେଜସ୍ୱୀ ବାଜି ମାରି ନେଇଥିବା ପ୍ରାଯ ଅଧିକାଂଶ…

ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି

ଭୁବନେଶ୍ୱର: ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ…

କୂଳଡିହା ଅଭୟାରଣ୍ୟ ଅଞ୍ଚଳରେ ବିରଳ ରେଡ୍ ନେପଡ୍ ଆଇବିସ୍ ପକ୍ଷୀ

ବାଲେଶ୍ୱର: ନୀଳଗିରି ଫରେଷ୍ଟ ରେଞ୍ଜ ଅଞ୍ଚଳରେ ବିରଳ ରେଡ୍ ନେପଡ୍ ଆଇବିସ୍ (ନାଲି ମଥା ବାଜେଣି) ପକ୍ଷୀ ଚିହ୍ନଟ । ନୀଳଗିରି ନିକଟ ପୋଡାଶୂଳ ଅଞ୍ଚଳରେ ଏକ ସାଙ୍ଗରେ ଏଭଳି ଅନେକ ବିରଳ ପକ୍ଷୀ ମୋବାଇଲ ଟାୱାରରେ ବସିଥିବା ଦେଖିବାକୁ ମିଳିଛି । କୂଳଡିହା ଅଭୟାରଣ୍ୟର ରିଷିଆ, ଖୋମକୁଟ ଓ କେନ୍ଦୁଝର…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ ତା ୭-୧୧-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୭ ରିଖ ଶନିବାର ତୁଳା ୨୨ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି ପୁନର୍ବସୁ ଭୁକ୍ତ ପୁଷ୍ଯା ନକ୍ଷତ୍ର କର୍କଟ ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଆଜି: ତାଳ ଖାଇବା…

ବିହାରରେ ଅନ୍ତିମ ପର୍ଯ୍ୟାୟ ମତଦାନ, ୧୨୦୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ପାଟନା: ଆଜି ସରିବ ବିହାର ବିଧାନସଭା ନିର୍ବାଚନ ଭୋଟିଂ । ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଜାରି ରହିଛି । ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ। ଏହି ପର୍ଯ୍ୟାୟରେ ୧୯ଟି ଜିଲ୍ଲାର ୭୮ ଆସନରେ ଭୋଟ ଗ୍ରହଣ ଚାଲିଛି । ଏହାସହ ବାଲ୍ମିକୀନଗର ସଂସଦୀୟ କ୍ଷେତ୍ର ଉପନିର୍ବାଚନ ପାଇଁ ମଧ୍ୟ ଭୋଟ…

ବାଙ୍ଗାଲୋରକୁ ୧୩୧ ରନରେ ରଖିଲା ହାଇଦ୍ରବାଦ

ଆବୁଧାବି: ଚଳିତ ଆଇପିଏଲରେ ଶୁକ୍ରବାର ଏଲିମିନେଟର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ନୈରାଶ୍ୟଜନକ ବ୍ୟାଟିଂ କରିଛି । ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ଏହି ମୁକାବିଲାରେ ବାଙ୍ଗାଲୋର ୨୦ ଓଭରରେ ୭ ଉଇକେଟ ହରାଇ ୧୩୧ ରନ କରିଛି । ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ପରେ ଏବି…