ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଓଏଏସ୍ ଅଫିସରଙ୍କ ଶ୍ୱଶୁର ଗିରଫ
ଭୁବନେଶ୍ୱର: ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଯାଜପୁର ପୋଲିସର ଏକ ସ୍ୱତନ୍ତ୍ର ଟିମ୍ ଜଣେ ବରିଷ୍ଠ ଓଏଏସ୍ ଅଧିକାରୀ ତଥା ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଡେପୁଟି ଜୋନାଲ୍ କମିଶନର ପ୍ରମୋଦ କୁାମର ପୃଷ୍ଟିଙ୍କ ଶ୍ୱଶୁର ପ୍ରଫୁଲ୍ଲ ପୃଷ୍ଟିକୁ ଗିରଫ କରିଛି ।
ଡାକ୍ତରୀ ମାଇନା ପରେ…