Latest Odisha News

BREAKING NEWS

ଏଇ ତ ଜୀବନ !

ଅବ୍ୟକ୍ତାଦୀନି ଭୂତାନି ବ୍ୟକ୍ତମଧ୍ୟାନି ଭାରତ । ଅବ୍ୟକ୍ତନିଧନାନ୍ୟେବ ତତ୍ର କା ପରିବେଦନା ।। ୨/୨୮ ଶ୍ରୀଗୀତା ଜନ୍ମରୁ ଆରମ୍ଭ କରି ମୃତ୍ୟୁ ପର୍ଯ୍ୟନ୍ତ ଅବଧିକୁ ଜୀବନ ବୋଲି କୁହାଯାଏ । ଏଇ କାଳଖଣ୍ଡ ହିଁ ପ୍ରତ୍ୟେକଙ୍କର ଜୀବନ, ସେ ମନୁଷ୍ୟ ହେଉ ବା ପଶୁ, ସରିସୃପ ହେଉ ବା ଉଦ୍‌ଭିଦ ।…

ଦିଲ୍ଲୀର ତୁଗଲକବାଦରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ତୁଗଲାକବାଦରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ହେତୁ ପ୍ରାୟ ୧୫୦୦ ବସ୍ତି ଜଳି ପୋଡ଼ି ପାଉଁଶ ହୋଇଯାଇଛି ଏବଂ ଶହ ଶହ ଲୋକ ଭୂମିହୀନ ହୋଇଯାଇଛନ୍ତି । ଏହି ଦୁର୍ଘଟଣାରେ କେହି ଆହତ ହୋଇନାହାଁନ୍ତି । ଅଗ୍ନିଶମ ବିଭାଗର ସୂଚନା ଅନୁଯାୟୀ, ରାତି ପ୍ରାୟ ୧୨ଟା ୫୦…

ୱାରଙ୍ଗାଲ କୂଅରୁ ମିଳିଥିବା ୯ ମୃତ ଦେହ ଘଟଣାର ରହସ୍ୟ ଖୋଲିଲା

ତେଲେଙ୍ଗାନା: ତେଲେଙ୍ଗାନାର ୱାରଙ୍ଗାଲ କୂଅରୁ ମିଳିଥିବା ୯ ମୃତ ଦେହ ଘଟଣାର ରହସ୍ୟ ଖୋଲିଲା । ୱାରଙ୍ଗଲ ପୋଲିସ କହିଛି ଯେ, ବିହାରର ପ୍ରବାସୀ ଶ୍ରମିକ ସଞ୍ଜୟ କୁମାର ଯାଦବ ନିଜ ପ୍ରେମିକାର ହତ୍ୟା କରିସାରିଛି ଏହାର ରହସ୍ୟ ନ ଖୋଲୁ ସେଥିପାଇଁ ସେ ନଅ ଜଣଙ୍କୁ ହତ୍ୟା କରିଥିଲା । ଗିରଫ ହେବାପରେ…

କରୋନାଭାଇରସ କବଳରେ ଓଡ଼ିଶାର ୨୯ ଜିଲ୍ଲା

ଭୁବନେଶ୍ୱର: ଓଡ଼ିଶାରେ ମଙ୍ଗଳବାର ସକାଳ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୦୦ ଅତିକ୍ରମ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୭୯ଟି ନୂଆ ମାମଲା ଚିହ୍ନଟ ହୋଇଛି। ଏହାଛଡା ପ୍ରଥମ ଥର ପାଇଁ ସୋନପୁର ଜିଲ୍ଲା ରେ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି। ଯାହାକୁ ମିଶାଇ ଓଡିଶାର ୩୦ଟି…

ଯୁବକଙ୍କୁ ମାଡ଼ମାରି ପୋଲିସ ଅଧିକାରୀ ନିଲମ୍ବିତ

ଭଦ୍ରକ: ଭଦ୍ରକ ଜିଲ୍ଲା ଅନ୍ତର୍ଗତ ବନ୍ତ ଥାନା ନିକଟରେ ସୋମବାର ଦିନ ଜଣେ ଯୁବକଙ୍କୁ ମାଡ଼ ମାରିବା ଅଭିଯୋଗରେ ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରାଯାଇଛି। ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଭଦ୍ରକ ଏସପି ରାଜେଶ ପଣ୍ଡିତ ତାଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ…

ତାଇୱାନ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ଭାରତର ଯୋଗଦାନ ନେଇ ଚୀନ କ୍ଷୁବ୍ଧ

ନୂଆଦିଲ୍ଲୀ: ବିଶ୍ୱ ଦରବାରରେ ଭାରତର ଗୁରୁତ୍ୱ ବଢ଼ୁଥିବାରୁ ପଡୋଶୀ ଚୀନ ଈଷ୍‌ର୍ାନ୍ୱିତ ହୋଇପଡିଛି । ନିକଟରେ ତାଇୱାନ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବରେ ଭାରତ ପକ୍ଷରୁ ୨ ବିଜେପି ଏମପି ପ୍ରତିନିଧିତ୍ୱ କରିଥିଲେ । ତେବେ ସେମାନଙ୍କ ଅଂଶଗ୍ରହଣ ନେଇ ଚୀନ କ୍ଷୁବ୍ଧ ହୋଇଛି । ବିଜେପି ଏମପି…

କରୋନା ରୋଗୀଙ୍କ ଉପରେ ହାଇଡ୍ରକ୍ସିକ୍ଲୋରୋକୁଇନ ପରୀକ୍ଷଣକୁ ସାମୟିକ ଭାବେ ରୋକିଲା ଡବ୍ଲ୍ୟୁଏଚଓ

ଜେନେଭା:କରୋନା ରୋଗୀଙ୍କ ଉପରେ ହାଇଡ୍ରକ୍ସିକ୍ଲୋରୋକୁଇନ ପରୀକ୍ଷଣକୁ ସାମୟିକ ଭାବେ ରୋକିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) । ଏହି ମେଡିସନ କରୋନା ରୋଗୀଙ୍କୁ ଦେଲେ ଜୀବନ ପ୍ରତି ବିପଦ ରହୁଛି ବୋଲି ଗବେଷଣାରୁ ଜଣାପଡିଛି । ଡବ୍ଲ୍ୟୁଏଚଓ ମୁଖ୍ୟ ଟେଡ୍ରସ ଗେବ୍ରେୟେସସ କହିଛନ୍ତି ।…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ମଙ୍ଗଳବାର ଦିନ ୧୦ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୬୪୯ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୯ କରୋନା ପଜିଟିଭ; ୧୫୦୦ ଟପିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୭୯ କରୋନା ପଜିଟିଭ । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।…

କରୋନା ସଙ୍କଟ: ଦେଶରେ ୧୫ ଦିନରେ ଚିହ୍ନଟ ହେଲେଣି ୭୦ ହଜାର ଆକ୍ରାନ୍ତ !

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ ହାର । ମହାରାଷ୍ଟ୍ର, ତାମିଲନାଡୁ ଏବଂ ଦିଲ୍ଲୀରେ ସଂକ୍ରମଣ ହାର ଅଧିକ ରହିଛି । ଏଠାକାର ସଂକ୍ରମିତଙ୍କ ସଂଖ୍ୟାକୁ ହିସାବକୁ ନେଲେ ମୋଟ ସଂକ୍ରମିତଙ୍କ ୧୧ ପ୍ରତିଶତ ଗତ ଦୁଇଦିନ ମଧ୍ୟରେ ଚିହ୍ନଟ ହୋଇଛନ୍ତି । ସେହିଭଳି ସାରା…