ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତରୁ ୨୫୦ କେଜି ଗଞ୍ଜେଇ ଜବତ; ୨ ଅଟକ
ଲମତାପୁଟ: ପୁଣି ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତରୁ ୨୫୦ କେଜିର ଗଞ୍ଜେଇ ଜବତ। ଯାହାର ଆନୁମାନିକ ମୂଲ୍ୟ ପାଖାପାଖି ୨୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି।
ପ୍ରାପ୍ତ ସୂଚନାନୁଯାୟୀ, କଳାହାଣ୍ଡିକୁ ଗଞ୍ଜେଇ ଚୋରା ଚାଲାଣ ବେଳେ କୋରାପୁଟ ଜିଲ୍ଲା ପାଡ଼ୁଆ ପୋଲିସ ଚଢ଼ାଉ କରି ଏହି ଗଞ୍ଜେଇ…