ମୁଖ୍ୟମନ୍ତ୍ରୀ ଦେଲେ ‘ଇଦ୍’ର ଶୁଭେଚ୍ଛା ବାର୍ତ୍ତା
ଭୁବନେଶ୍ୱର: ପବିତ୍ର ଇଦ-ଉଲ୍-ଫିତର ଅବସରରେ ରାଜ୍ୟର ସମସ୍ତ ମୁସଲମାନ ଭାଇ ଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଶୁଖ ଓ ସମୃଦ୍ଧି କାମନା କରିଛନ୍ତି ।
ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିଚାଲିଛି । ଏଥିଲାଗି…