Latest Odisha News

BREAKING NEWS

ଜାତୀୟ କୃଷି ଆଇନକୁ ବିରୋଧ, ରାଜପଥରେ ବସିଲେ ଚାଷୀ

ଭୁବନେଶ୍ୱର: ଜାତୀୟ କୃଷି ଆଇନ୍‌କୁ ବରୋଧ କରି ରାଜପଥ ଅବରୋଧ । ନବ ନିର୍ମାଣ କୃଷକ ସଂଗଠନର ଶତାଧିକ ସଦସ୍ୟ ଜାତୀୟ ରାଜପଥ ଅବରୋଧ କରିଥିଲେ । ଏକ ପଟୁଆରରେ ଆସି ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ହାଇଟେକ ଛକ ନିକଟରେ ରାସ୍ତା ଅବରୋଧ କରିଥିଲେ ନବ ନିର୍ମାଣ କୃଷକ ସଂଗଠନର ସଦସ୍ୟ । ଏହାପରେ…

ଗଞ୍ଜେଇ କଳିକୁ ନେଇ ଘର ଉପରେ ବୋମା ମାଡ଼ !

ଫୁଲବାଣୀ: ଗଞ୍ଜେଇ କାରବାର ନେଇ ଶତ୍ରୁତାରୁ ଘର ଉପରେ ବୋମାମାଡ଼ । ଏଭଳି ଅଭିଯୋଗ ଆସିଛି ଫୁଲବାଣୀରୁ । ଟାଉନ ଥାନା ଅନ୍ତର୍ଗତ ପିଅନପଡ଼ାର ଟିଟୁନ ସାହୁଙ୍କ ଘର ଉପରେ କିଛି ଦୁର୍ବୃତ୍ତ ବୋମା ଫିଙ୍ଗିଥିଲେ । ଦୁଇଟି ବାଇକରେ ଚାରି ଜଣ ଦୁର୍ବୃତ୍ତ ଆସି ଟିଟୁନଙ୍କ ଘରେ ଉପରେ ବୋମାମାଡ଼ କରି…

ରାଜରାସ୍ତାରେ ଗର୍ଜିଲେ ରାଣୀ ପଣ୍ଡା, କହିଲେ, ଏଇଟା ଟ୍ରେଲର

ଭୁବନେଶ୍ୱର: ରାଜରାସ୍ତାରେ ଗର୍ଜିଲେ ରାଣୀ ପଣ୍ଡା । ଭୁବନେଶ୍ୱର ପିଏମ୍‌ଜି ଛକରେ ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବା ଦାବିରେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡା ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । କରୋନା ସ୍ଥିତିରେ ଦୀର୍ଘ ୭ ମାସରୁ ଅଧିକ ସମୟ ଧରି ବନ୍ଦ ରହିଛି ଯାତ୍ରା…

ନଭେମ୍ବର ୧୬ରେ ପ୍ରକାଶ ପାଇବ ଏକକ ପିଜି ନାମଲେଖା ମେରିଟ ଲିଷ୍ଟ

ଭୁବନେଶ୍ୱର: ଏକକ ପିଜି ନାମଲେଖା ତାରିଖରେ କେତେକ ପରିବର୍ତ୍ତନ ହୋଇଛି । ଏେଇ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ନଭେମ୍ବର ୧୦ରେ ପ୍ରକାଶ ପାଇବାକୁ ଥିବା ଏକକ ପିଜି ନାମଲେଖା ମେରିଟ ଲିଷ୍ଟ ଆସନ୍ତା ୧୬ରେ ପ୍ରକାଶ ପାଇବ । ନଭେମ୍ବର ୧୦ ତାରିଖ ସକାଳ ୧୧ଟା ୪୫ ସୁଦ୍ଧା…

ଏହି ଦିନ ଆସିବ କରୋନା ଟିକା‌, ସୂଚନା ଦେଲେ ପୁନାୱାଲା

ନୂଆଦିଲ୍ଲୀ: ଚାରିଆଡେ ବ୍ୟାପିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ପ୍ରାୟ ସବୁ ଦେଶ ଲାଗିପଡିଛନ୍ତି ଟିକା ବାହାର କରିବାରେ । ତେବେ କରୋନା ଟିକା କେବେ ଆସିବ, ତାକୁ ନେଇ ସସ୍‌ପେନ୍ସ ଜାରି ରହିଛି । ଏହାରି ଭିତରେ କରୋନା ଭ୍ୟାକସିନ୍ ପ୍ରସ୍ତୁତକର୍ତ୍ତା କମ୍ପାନୀ ସିରମ ଇନ୍‌ଷ୍ଟିଚ୍ୟୁଟ…

ପାରାଦୀପରେ ଦୁଇ ଦିନିଆ ମିଳିତ ସମରାଭ୍ୟାସ

ପାରାଦୀପ: ଆଜିଠାରୁ ପାରାଦୀପରେ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ । ଚଳିତବର୍ଷ ସମରାଭ୍ୟାସ ନାଁ ‘ସାଗରକଚ ଓଡିଶା-ୱେଷ୍ଟବେଙ୍ଗଲ’ ରଖାଯାଇଛି ।ଏଥିରେ ସାମିଲ ହୋଇଛନ୍ତି ତଟରକ୍ଷୀ ବାହିନୀ, ନୌସେନା, ପାରାଦୀପ ପୋର୍ଟ,  ବନବିଭାଗ, ମତ୍ସ୍ୟ ବିଭାଗ, ଓଡିଶା ପୋଲିସ ସମେତ ୯ରୁ ଅଧିକ…

ଖୋଲା ବୋରୱେଲରେ ଖସି ପଡିଲା ୩ ବର୍ଷର ଶିଶୁ, ଉଦ୍ଧାର କାର୍ଯ୍ୟ ଜାରି

ଭୋପାଲ: ଖୋଲା ବୋରୱେଲରେ ଗଳି ପଡିଲା ୩ ବର୍ଷର ଶିଶୁ । ଶିଶୁକୁ ଉଦ୍ଧାର କରିବା ପାଇଁ ଚାଲିଛି ପ୍ରୟାସ। ଶିଶୁଟିକୁ ବଂଚାଇବା ପାଇଁ ରାତିତମାମା ଚାଲିଛି ରେସକ୍ୟୁ ଅପରେସନ୍ । ଉଦ୍ଧାର କାର୍ଯ୍ୟରେ ଲାଗି ପଡିଛନ୍ତି ପୋଲିସ ଓ ସେନା । ମଧ୍ୟପ୍ରଦେଶ ନିୱାରୀ ଜିଲ୍ଲାର ପୃଥ୍ୱୀପୁର ଅଂଚଳରେ ଘଟିଛି…

କରୋନାରେ ରାଜ୍ୟରୁ ଆଉ ୧୪ ମୃତ, ମୟୂରଭଞ୍ଜରେ ବଢୁଛି ଡେଥ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁହାର କମ୍ ରହିଥିଲେ ବି ପ୍ରତିଦିନ ୧୦ରୁ ଅଧିକ ଆକ୍ରାନ୍ତ ମୃତ୍ୟୁବରଣ କରୁଛନ୍ତି । ଗତ ୨୪ ଘଣ୍ଚାରେ ଆଉ ୧୪ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୮ ଜିଲ୍ଲାର ଆକ୍ରାନ୍ତ । ସେମାନଙ୍କ ଭିତରେ ୩ ଜଣ ମହିଳା ଓ ୧୧ ଜଣ ପୁରୁଷ ଅଛନ୍ତି ।…

ରାଜ୍ୟରେ ୩ ଲକ୍ଷ ମୁହାଁ ସଂକ୍ରମିତଙ୍କ ସଂଖ୍ୟା, ଆଉ ୧୩୮୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ୨ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୧୩୮୫ କରୋନା ପଜିଟିଭ ବାହାରିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍‌ରେ…

ଜନନୀ ଏକ୍ସପ୍ରେସ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ମୃତ

ପାଲଲହଡା: ଟ୍ରକ ସହ ଜନନୀ ଏକ୍ସପ୍ରେସ ଆମ୍ବୁଲାନ୍ସ ଧକ୍କା । ଏଥିରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ଆଜି ସକାଳୁ ଏହି ଦୁର୍ଘଟଣା ଘଟିଥିଲା । ଜନନୀ ଏକ୍ସପ୍ରେସ ରୋଗୀ ଆଣିବାକୁ ତେଲକୋଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା । ରାସ୍ତା କଡ଼ରେ ଛିଡା ହୋଇଥିବା ଟ୍ରକକୁ ଧକ୍କା…