Latest Odisha News

BREAKING NEWS

ବୁଗୁଡା ବ୍ଲକର ବିଭିନ୍ନ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରୁ ୨୫୧ ଜଣ ଫେରିଲେ ଘରକୁ

ବୁଗୁଡା: ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକର ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସଙ୍ଗରୋଧରେ ଥିବା ୨୫୧ ଜଣ  ବ୍ୟକ୍ତି ଘରେ ପହଞ୍ଚିଛନ୍ତି । ପ୍ରଶାସନ ପକ୍ଷରୁ  ମଇ ୨୨ ତାରିଖ ସନ୍ଧ୍ୟା ସୁଦ୍ଧା ନିଜ ଘରେ ଛଡ଼ା ଯାଇଥିବା ବେଳେ ଦୁଇ ସପ୍ତାହ ନିଜ ଘରେ ସଙ୍ଗରୋଧରେ ରହିବାବୁ ପରାମର୍ଶ…

ଭାରତୀୟ ରେଳବାଇକୁ ଓଡ଼ିଶା ସରକାର ଦେବେ ୫.୫ କୋଟି ଟଙ୍କା

ଭୁବନେଶ୍ୱର: ଲକ୍ଡାଉନ୍ ସମୟରେ ଓଡ଼ିଆ ପ୍ରବାସୀମାନେ ବିଭିନ୍ନ ରାଜ୍ୟରୁ ଓଡ଼ିଶାକୁ ରେଳ ମାଧ୍ୟମରେ ଆସିବାରେ ଲାଗିଛନ୍ତି । ଏହି ଖର୍ଚ୍ଚ ବହନ କରିବେ ଓଡ଼ିଶା ସରକାର, ଏହି ଖର୍ଚ୍ଚ ବାବଦକୁ ଓଡ଼ିଶା ସରକାର ଭାରତୀୟ ରେଳବାଇକୁ ୫.୫ କୋଟି ଟଙ୍କା ମଞ୍ଜୁର କରିବା ନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ…

ବିବାହ ପ୍ରଲୋଭନ ଦେଖାଇ ଦୈହିକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ: ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ବିବାହ କରିବାକୁ ପ୍ରଲୋଭନ ଦେଖାଇ ଦୈହିକ ସମ୍ପର୍କ ରଖିବା ଅର୍ଥ ଦୁଷ୍କର୍ମ ନୁହେଁ । ନିମ୍ନ ଅଦାଲତଙ୍କ ଦ୍ବାରା ଜଣେ ଦୁଷ୍କର୍ମ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କରି ହାଇକୋର୍ଟ ଏ ଭଳି ରାୟ ଦେଇଛନ୍ତି। ୨୦୧୯, ନଭେମ୍ବର ୨୭ ତାରିଖ…

ନୂଆ ଗାଇଡଲାଇନ: କରୋନା ଯୋଦ୍ଧା ଖାଇବେ ହାଇଡ୍ରୋକ୍ସିକ୍ଲୋରୋକୁଇନ୍

ନୂଆଦିଲ୍ଲୀ: ମହାମାରୀ କରୋନାର ରାମବାଣ ସାଜିଥିବା ହାଇଡ୍ରୋକ୍ସିକ୍ଲୋରକୁଇନ୍‌କୁ ନେଇ ଜାରି ହୋଇଛି ନୂଆ ଗାଇଡଲାଇନ୍ । ଭାରତୀୟ ଆର‌୍ୟୁବିଜ୍ଞାନ ଅନୁସନ୍ଧାନ ପରିଷଦ ଏନେଇ ନୂଆ ଗାଇଡଲାଇନ୍ ଜାରି କରିଛି । ଏହି ଔଷଧ ସେବନ ଦ୍ୱାରା କରୋନା ସଂକ୍ରମଣ ସମ୍ଭାବନା ହ୍ରାସ ପାଇଥାଏ ବୋଲି ଗବେଷଣାରୁ…

ସ୍ନାନଯାତ୍ରା ପୂର୍ବରୁ ହେବ ସେବାୟତଙ୍କ କରୋନା ଟେଷ୍ଟ

ପୁରୀ: ଶ୍ରୀଜିଉଙ୍କ ସ୍ନାନଯାତ୍ରା ପୂର୍ବରୁ ହେବ ସବୁ ସେବାୟତଙ୍କ କରୋନା ଟେଷ୍ଟ । ସ୍ନାନ ପୂର୍ଣ୍ଣିମାରେ ନିୟୋଜିତ ଥିବା ସମସ୍ତ ଗରାବଡୁ ସେବାୟତଙ୍କ କୋଭିଡ ପରୀକ୍ଷା କରାଯିବ । ଆସନ୍ତା ୨୯ ଓ ୩୦ ତାରିଖରେ ସବୁ ଗରାବଡୁ ସେବାୟକଙ୍କ କରୋନା ପରୀକ୍ଷା କରାଯିବ। ଶ୍ରୀଜିଉଙ୍କ ସେବାରେ…

ଥାନା ଭିତରେ ଯୁବକଙ୍କୁ ମାଡ଼ ଘଟଣା: ନିଲମ୍ବିତ ହେଲେ ମହିଳା ପୋଲିସ ଅଧିକାରୀ

କଟକ: ଥାନା ଭିତରେ ଯୁବକଙ୍କୁ ମାଡ଼ ମାରିବା ଘଟଣାରେ ଶନିବାର ଦିନ ପୋଲିସ ମହାନିଦେ୍ର୍ଧଶକ (ଡିଜିପି) ଅଭୟ କେନ୍ଦୁଝର ଜିଲ୍ଲା ପାଟଣା ଥାନା ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି । ଏହି ମହିଳା ଆଇଆଇସି ଜଣକଙ୍କ ଏପରି କାର୍ଯ୍ୟ ଯୋଗୁଁ ତାଙ୍କୁ ଚାକିରିରୁ ନିଲମ୍ବନ…

ବାତ୍ୟା ‘ଅମ୍ଫାନ’ ଯୋଗୁଁ ନଷ୍ଟ ହୋଇଛି ୧୫୧ କି.ମି ଗ୍ରାମ୍ୟ ରାସ୍ତା

ଭୁବନେଶ୍ୱର: ଆସିଲା ସାମୁଦ୍ରିକ ବାତ୍ୟା ଅମ୍ଫାନର କ୍ଷୟକ୍ଷତି ରିପୋର୍ଟ । ଅମ୍ଫାନ ଯୋଗୁଁ ଓଡିଶାରେ ୧୫୧ କିଲୋମିଟର ରାସ୍ତା କ୍ଷତିଗ୍ରସ୍ତ ହୋଇଛି। ଏହାର ମରାମତି ପାଇଁ ୩ କୋଟି ୮୮ ଲକ୍ଷ ଟଂକାର ପାଣ୍ଠି ଆବଶ୍ୟକ । ସେହିପରି ରାସ୍ତାରେ ପଡିଥିବା ଗଛ ସଫା କରିବା ପାଇଁ ୫୦ ଲକ୍ଷ ୯୨ ହଜାର…

କେନ୍ଦ୍ର ସହାୟତାରେ ବୋଧେ ଓଡ଼ିଶା ସନ୍ତୁଷ୍ଟ: ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶାକୁ ସାମୁଦ୍ରିକ ଝଡ ଅମ୍ଫାନ ସହାୟତା ପ୍ରସଙ୍ଗରେ ଉଭୟ କେନ୍ଦ୍ର ଓ ରାଜ୍ୟକୁ କଟାକ୍ଷ କରିଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ । ସେ କହିଛନ୍ତି, କ୍ଷୟକ୍ଷତି ନେଇ ଓଡ଼ିଶା କେନ୍ଦ୍ର ପାଖରୁ ଚାଁହୁ ଥିଲା କଣ? ସେ ଦେଲେ କଣ ? ଯେତିକି ଦେଲେ ସେଥିରେ ବୋଧେ ଓଡିଶା…

କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପିସିସି ସଭାପତି

ଭୁବନେଶ୍ୱର: କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ପିସିସି ସଭାପତି ନିରଂଜନ ପଟ୍ଟନାୟକ ସରକାରଙ୍କ କରୋନାକୁ ନେଇ ନିଆଯାଇଥିବା ସଚେତନମୂଳକ ପଦକ୍ଷେପକୁ ସମାଲୋଚନା କରିଛନ୍ତି । ସେ କହିଛନ୍ତି, ଲକଡାଉନ୍ ୪ରେ ତ ସବୁ କିଛି ଖୋଲୁଛନ୍ତି । ତେବେ ଗଣତନ୍ତ୍ରକୁ…

ହଠାତ ମାଡି ଆସିଲା ପାଣି, ବୈତରଣୀରେ ବୁଡି ଗଲା ୫ ହାଇୱା

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅଧିନ ବୈତରଣୀ ନଦୀର ଲିଙ୍ଗେଶ୍ୱର ଘାଟି ନିକଟରେ ବୁଡି ଗଲା ୫ଟି ହାଇୱା ଗାଡି । ଏଥିସହ ଗୋଟିଏ ଲୋଡିଂ ମେସିନ୍ ମଧ୍ୟ ବୁଡି ଯାଇଛି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରଇଭର ଓ ହେଲ୍ପର । ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା ଆଖୁଆପଦା ବାଲି ଖାଦାନ ରୁ…