ବିଶ୍ୱବ୍ୟାପୀ ପ୍ରଦୂଷଣ କମାଇବାରେ ସ୍ଲରି ପାଇପ୍ଲାଇନ୍ ସହାୟକ ହେଉଛି: ସୋଆ କର୍ମଶାଳା
ଭୁବନେଶ୍ୱର: ସ୍ଲରି ପାଇପ୍ଲାଇନ୍ ମାଧ୍ୟମରେ ଖଣିଜ ପଦାର୍ଥ ପରିବହନ ଦ୍ୱାରା ୯୭ ପ୍ରତିଶତ ପ୍ରଦୂଷଣ କମୁଛି ଏବଂ ୯୩ ପ୍ରତିଶତ ଶକ୍ତି ସଂରକ୍ଷଣ ହୋଇପାରୁଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ କୁହାଯାଇଛି।
ସୋଆର ପରିକଳ୍ପନା, ନିର୍ମାଣ ଏବଂ ପରିଚାଳନା ଦୃଷ୍ଟିରୁ ଦୂରଗାମୀ…