Latest Odisha News

BREAKING NEWS

ଆସନ୍ତାକାଲି ଆକାଶମାର୍ଗରୁ ଓଡ଼ିଶାର ବାତ୍ୟାଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ପଶ୍ଚିମବଙ୍ଗ ଓ ଓଡ଼ିଶା ଆସି ଅମ୍ଫାନ ବାତ୍ୟା ପରବର୍ତ୍ତୀ ପରିସ୍ଥିତି ପରଖିବେ । “ପ୍ରଧାନମନ୍ତ୍ରୀ ମୋଦୀ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରି ଏହି ବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଏବଂ ବାତ୍ୟା ପରବର୍ତ୍ତୀ…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୦୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୦୭ ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୩ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ…

ପାକିସ୍ତାନ କରୋନା ମ୍ୟାପ ଦର୍ଶାଇଲା ଭାରତର ପିଓକେ

ଇସଲାମବାଦ: ପାକିସ୍ତାନ ପ୍ରକାଶିତ କରୋନା ସଂକ୍ରମିତ ମ୍ୟାପରେ ବିବାଦୀୟ ପାକ ଅଧିକୃତ କଶ୍ମୀର (ପିଓକେ) ଭାରତର ଅଂଶବିଶେଷ ବୋଲି ଦର୍ଶାଯାଇଛି । ପାକିସ୍ତାନର ଏହି ଭୁଲ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭୁଲରେ ହେଉ ପଛେ ପାକିସ୍ତାନ ମାନିଲା ପିଓକେ ଭାରତର ବୋଲି ଜଣେ ୟୁଜର୍ସ…

କଲମ୍ବିଆର ଷ୍ଟାର ସାଇକ୍ଲିଷ୍ଟ ପାଟୋଂନା ବାସନ୍ଦ

ପ୍ୟାରିସ: କଲମ୍ବିଆର ଷ୍ଟାର ସାଇକ୍ଲିଷ୍ଟ ପାଟୋଂନା ଡୋପିଂ କଳଙ୍କରେ ଛନ୍ଦି ହୋଇ ପଡିଛନ୍ତି । ଏଥିଯୋଗୁ ସେ ୪ ବର୍ଷ ବାସନ୍ଦ ଦଣ୍ଡାଦେଶର ସମ୍ମୁଖୀନ ହୋଇଛନ୍ତି । ଗତ ବର୍ଷ ହୋଇଥିବା ଡୋପ ଟେଷ୍ଟରେ ତାଙ୍କ ଶରୀରରୁ ନିଷିଦ୍ଧ ଡ୍ରଗ୍ସର ମାତ୍ରା ମିଳିଥିଲା । ୨୦୧୬ ଟୁର ଡି ଫ୍ରାନ୍ସର ଏକ ଷ୍ଟେଜରେ…

ଓଡ଼ିଶାରେ ଖୁବଶିଘ୍ର ଉପଲବ୍ଧ ହେବ ମଦ ହୋମ୍ ଡେଲିଭରି !

ଭୁବନେଶ୍ୱର: ଖୁବ୍ ଶିଘ୍ର ରାଜ୍ୟରେ ହୋଇପାରେ ମଦର ହୋମ୍ ଡେଲିଭରି । ଏନେଇ ସରକାର ସପ୍ତାହକ ମଧ୍ୟରେ ନିଷ୍ପତ୍ତି ଗ୍ରହଣ କରିପାରନ୍ତି ବୋଲି ଏକ ରିପୋର୍ଟ ପ୍ରକାଶିତ ହୋଇଛି । ପ୍ରକାଶିତ ରିପୋର୍ଟ ଅନୁଯାୟୀ, ରାଜ୍ୟ ସରକାର ମଦର ଘରୋଇ ବିତରଣ ଲାଗି ଯୋଜନା କରୁଛନ୍ତି ଏବଂ ଏସମ୍ପର୍କରେ…

ତାମିଲନାଡୁରେ ଏକ ସଙ୍ଗରେ ୮୦୦୦ ମନ୍ଦିରରେ ପୂଜା

ଚେନ୍ନାଇ: ଆସ୍ଥା ଉପରେ କରୋନା ମହାମାରୀର ପ୍ରଭାବ କମିବାରେ ନାମ ନେଉନାହିଁ । ତାମିଲନାଡୁରେ କରୋନା ନିୟନ୍ତ୍ରଣକୁ ଆସୁ ନ ଥିବାରୁ ସ୍ଥାନୀୟ ସରକାର ଏକ ସଙ୍ଗରେ ୮୦୦୦ ମନ୍ଦିରରେ ପୂଜା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ଦିରଗୁଡିକରେ ଦାନର ଅଭାବ ଯୋଗୁ ପୂଜାରୀ ଏବଂ ଏଥି ସହିତ ଜଡିତ…

ଭାରତ-ଦକ୍ଷିଣଆଫ୍ରିକା ଟି୨୦ ସିରିଜ ଅଗଷ୍ଟ ଶେଷ ଭାଗରେ ହୋଇପାରେ !

ନୂଆଦିଲ୍ଲୀ: କରୋନା ମହାମାରୀ କିଛି ମାତ୍ରାରେ ନିୟନ୍ତ୍ରଣକୁ ଆସିଲେ ଅଗଷ୍ଟ ଶେଷ ଆଡକୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ଟି ଟି୨୦ ମ୍ୟାଚ ଖେଳାଯାଇପାରେ । ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଏହି ସିରିଜ ପାଇଁ ପ୍ରସ୍ତାବ ଦେଇଥିବାରୁ ଦକ୍ଷିଣ ଆଫ୍ରିକା ବୋର୍ଡ ଏ ନେଇ ଆଗ୍ରହୀ ଅଛି ।…

ଭାରତ-ଚୀନ ବିବାଦ ବଢ଼ିବାରେ ଲାଗିଛି

ନୂଆଦିଲ୍ଲୀ: ଭାରତ ଓ ଚୀନ ମଧ୍ୟରେ ବିବାଦ କମିବା ପରିବର୍ତେ ବଢ଼ିବାରେ ଲାଗିଛି । ଚୀନ ସେନା ଉଦ୍ଦେଶ୍ୟମୂଳକ ଭାବେ ଭାରତୀୟ ସେନାକୁୂ ଉତ୍ୟକ୍ତ କରିବାକୁ ଚେଷ୍ଟା କରୁଛି । ବୈଦଶିକ ମନ୍ତ୍ରଣାଳୟ ଏହା କହିବା ପରେ ସୀମାରେ ସେନାର ପାଟ୍ରୋଲିଂକୁ ଆହୁରି କଡାକଡି କରାଯାଇଛି । ସୀମାରେ ଶାନ୍ତି ବଜାୟ…

ଆକାଶ ମାର୍ଗରୁ ବାତ୍ୟା ‘ଅମ୍ଫାନ୍‌’ ପ୍ରଭାବିତ ଜିଲ୍ଲା ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ଅମ୍ଫାନ ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଆଜି ଅପରାହ୍ନରେ ଆକାଶମାର୍ଗରୁ ଅନୁଧ୍ୟାନ କରିଛନ୍ତି । ବାତ୍ୟା ଅମ୍ଫାନ ପ୍ରଭାବିତ ଜିଲ୍ଲା ଗୁଡ଼ିକରେ ପୁନରୁଦ୍ଧାର କାର୍ଯ୍ୟ କିପରି ଭାବେ ଚାଲିଛି ଏବଂ ଏହି ବାତ୍ୟା ଯୋଗୁଁ କେତେ କ୍ଷୟକ୍ଷତି ହୋଇଛି…

ଖୁବଶୀଘ୍ର ବିବାହ କରିବେ ବାହୁବଳୀ ଫେମ୍ ରାଣା ଦଗୁବତୀ, ସରିଲା ନିର୍ବନ୍ଧ, ଫଟୋ ଭାଇରାଲ

ମୁମ୍ବାଇ: ବହୁବଲୀ ଫେମ ତଥା ଟଲିଉଡ ଅଭିନେତା ରାଣା ଦଗୁବତୀଙ୍କ ନିକଟରେ ନିର୍ବନ୍ଧ ସରିଛି । ସେ ସିକ୍ରେଟ ଏଗେଂଜମେଂଟ କରିଛନ୍ତି । ସେ ନିଜ ଗାର୍ଲଫ୍ରେଣ୍ଡ ମିହିକା ବଜାଜଙ୍କ ସହ ନିର୍ବନ୍ଧରେ ବାନ୍ଧି ହୋଇଛନ୍ତି । ନିର୍ବନ୍ଧ ବେଳର କିଛି ଫଟୋକୁ ରାଣା ନିଜେ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରେ…