ଆସନ୍ତାକାଲି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ୱର: ଆସନ୍ତାକାଳି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ଓଡ଼ିଶା ଗସ୍ତରେ ଆସି ବାତ୍ୟା ପ୍ରଭାବିତ ଅଚଂଳ ପରିଦର୍ଶନ କରିପାରନ୍ତି । ସେ ଆକାଶମାର୍ଗରୁ ସ୍ଥିତି ଦେଖିବେ ଓ ସମୀକ୍ଷା କରିବେ। ଏନେଇ ବିମାନବନ୍ଦରରେ ସୁରାକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ…