ଏନସିବି କାର୍ଯ୍ୟାଳୟରେ ହାଜର ହେଲେ ଅର୍ଜୁନ ରାମପାଲଙ୍କ ଭଉଣୀ କୋମଲ
ନୂଆଦିଲ୍ଲୀ: ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ରାଡାରରେ ଅଛନ୍ତି। ଏନସିବି ତାଙ୍କ ଭଉଣୀ କୋମଲ ରାମପାଲଙ୍କୁ ପଚରାଉଚରା ପାଇଁ ସମନ ପଠାଇଥିଲେ। ଯେଉଁଥିପାଇଁ ସୋମବାର ଅର୍ଥାତ୍ ଆଜି କୋମଲ ଏନସିବି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି।…