Latest Odisha News

BREAKING NEWS

ଆଜିଠୁ ଅନଲାଇନରେ ଟ୍ରେନ୍ ଟିକେଟ୍ ବୁକିଂ ଆରମ୍ଭ

ନୂଆଦିଲ୍ଲୀ: ଭାରତୀୟ ରେଳବାଇ ପକ୍ଷରୁ ଆସନ୍ତା ଜୁନ୍ ୧ ତାରିଖରୁ ପ୍ରାୟ ୨୦୦ଟି ସଂରକ୍ଷିତ ଟ୍ରେନ ଚଳାଚଳ କରାଯିବ। ଯେଉଁଥିପାଇଁ ଆଜିଠାରୁ ଅନଲାଇନ ମାଧ୍ୟମରେ ଟିକେଟ ବୁକିଂ ଆରମ୍ଭ ହେଉଛି। ଏହି ଟ୍ରେନ୍ ଗୁଡିକ ମଧ୍ୟରେ ରହିଛି- ଦୁରୋନ୍ତୋ, ସମ୍ପର୍କ କ୍ରାନ୍ତି, ଜନ ଶତାବ୍ଦୀ ଆଦି ଟ୍ରେନ୍।…

ଓଡ଼ିଶାରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂଖ୍ୟା ୧୧ ଶହ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ବୁଧବାର ଦିନ ଆଉ ୫୧ ନୂଆ ମାମଲା ଚିହ୍ନଟ ହୋଇଛି। ଯାହା ଫଳରେ ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ରେ ପହଞ୍ଚି ଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ…

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩୪ଶହ ଟପିଲା, ୨୪ ଘଣ୍ଟାରେ ୫୬୦୯ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ଦିନ ୧,୧୨,୩୫୯ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୬୩,୬୨୪ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୩୪୩୫…

ବିଶ୍ୱର ବିଭିନ୍ନ ସ୍କୁଲ ଗୁଡ଼ିକ ସହିତ ସାଇ ଇଣ୍ଟରନ୍ୟାସନାଲର ସମନ୍ୱୟ ସାଂସ୍କୃତିକ ସହଯୋଗୀ ଶିକ୍ଷା

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ୍ ଭର୍ଚୁଆଲ୍ ମିଟିଂ ମାଧ୍ୟମରେ ବିଶ୍ୱର ବିଭିନ୍ନ ସ୍କୁଲ ଗୁଡ଼ିକ ସହିତ ସମନ୍ୱୟ ସାଂସ୍କୃତିକ ସହଯୋଗୀ ଶିକ୍ଷା ବିଷୟରେ ଆଲୋଚନା ହୋଇଛି । ଏହି ଭର୍ଚୁଆଲ୍ ମିଟିଂରେ ସାଇ ଇଣ୍ଟରନ୍ୟାସନାଲର ଛାତ୍ରଛାତ୍ରୀଙ୍କ ସମେତ ବିଶ୍ୱର ଅନ୍ୟ କେତେକ ବିଦ୍ୟାଳୟର ଛାତ୍ରଛାତୀ ଓ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୧-୦୫-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ମଇ ମାସ   ତା ୨୧ ରିଖ ଗୁରୁବାର  ବୃଷ  ୮ ଦିନ  ଜ୍ଯେଷ୍ଠ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ତିଥି ଦ୍ବିଜା ନକ୍ଷତ୍ର ମେଷ ଚନ୍ଦ୍ର  ଘାତ ବାର- ତୁଳା ଓ କୁମ୍ଭ   ରାଶିର ଘାତ ଚନ୍ଦ୍ର -ମେଷ ରାଶିର ଆଜି:…

ଅଗ୍ନିଶମ ବାହିନୀକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର : କେନ୍ଦ୍ରାପଡାରେ ଗାଡିରେ ଛୁଆ ଜନ୍ମ ଘଟଣାରେ ଅଗ୍ନିଶମବାହିନୀକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ସେ ଏକ ଟ୍ୱିଟ୍ କରିଛନ୍ତି । ଏଥିରେ ସେ ଲେଖିଛନ୍ତି ଯେ ବାତ୍ୟା ଅମ୍ଫାନ ସମୟରେ କେନ୍ଦ୍ରାପଡା ଜିଲ୍ଲା ମହାକାଳପଡାରେ ଓଡିଶା ଅଗ୍ନିଶମ ବାହିନୀର…

ବର୍ଷିଆନ ସାମ୍ବାଦିକ ସୁରେନ୍ଦ୍ର ମିଶ୍ରଙ୍କ ପରଲୋକ

ଢେଙ୍କାନାଳ: ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର କୁମାର ମିଶ୍ରଙ୍କର ବୁଧବାର ଦିନ ଢେଙ୍କାନାଳ ସହରସ୍ଥିତ କୁଞ୍ଜକାନ୍ତଠାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟ ଜନକ ଅସୁସ୍ଥତା କାରଣରୁ ଶ୍ରୀ ମିଶ୍ରଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ‘ଅମ୍ଫାନ୍‌’ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାତିଆ ଦୀପ ଦେଇ ଦିନ ୩ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ସୁନ୍ଦରବନ ଅଞ୍ଚଳ ଅତିକ୍ରମ କରିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିଲୋମିଟର ରହିଥିବା ସହିତ ୧୮୫ ର ଝଟକା ଥିଲା । ଏହାର ପ୍ରଭାବରେ ଆଗାମୀ…

ଅମ୍ଫାନ ମୁକାବିଲାରେ ନେତୃତ୍ୱ ନେଉଥିବା ଦୁଇ ଓଡିଆ ଯୋଦ୍ଧାଙ୍କ ପାଇଁ ଓଡିଶା ଗର୍ବିତ

ଭୁବନେଶ୍ୱର : ଅମ୍ଫାନ ଓଡିଶା ଅତିକ୍ରମ କରି ପଶ୍ଚିମବଙ୍ଗରେ ସ୍ଥଳଭାଗକୁ ଛୁଇଁଛି । ଏହାର ମୁକାବିଲା ପାଇଁ ଦିନରାତି ଏକ କରି କାମ କରିଆସୁଛି ଆଇଏମଡି ବା ଇଣ୍ଡିଆନ ମେଟେରୋଲୋଜିକାଲ ଡିପାର୍ଟମେଣ୍ଟ ଏବଂ ଏନଡିଆରଏଫ ବା ନ୍ୟାସନାଲ୍ ଡିଜାଷ୍ଟର ରେସପନ୍ସ ଫୋର୍ସ। ଏହି ଦୁଇ ବିଭାଗର ଅକ୍ଲାନ୍ତ…

ବାଲେଶ୍ୱର ଓ ଭଦ୍ରକରେ ସନ୍ଧ୍ୟାରେ ବଢ଼ିପାରେ ପବନର ବେଗ: ଆଇଏମ୍‌ଡି

ନୂଆଦିଲ୍ଲୀ: ବତ୍ୟା ଅମ୍ଫାନ ଯୋଗୁଁ ଉତ୍ତର ଓଡ଼ିଶାରେ ବଢ଼ୁଛି ପବନର ବେଗ । ଏବେ ଏହା ପଶ୍ଚିମବଙ୍ଗକୁ ଗତି କରିଛି, କିନ୍ତୁ ଏହାର ପ୍ରଭାବ ଉତ୍ତର ଓଡ଼ିଶାରେ ପଡିଛି । ବାଲେଶ୍ୱରରେ ୯୧ କିଲୋମିଟର ବେଗରେ ପବନ ବହୁଛି । ଏନେଇ ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି । ସେହିପରି ଚାନ୍ଦବାଲିରେ ମଧ୍ୟ…