ଭୁବନେଶ୍ୱରରେ ୧୦ ତଳକୁ ଖସିଲା ଦୈନିକ କରୋନା ସଂକ୍ରମିତ ମାମଲା
ଭୁବନେଶ୍ୱର: ଭୁବନେଶ୍ୱରରୁ କରୋନା ସଂକ୍ରମିତ ସଂଖ୍ୟା କମୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଚିହ୍ନଟ ନୂଆ ୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୪ ଜଣ କରୋନା…