Latest Odisha News

BREAKING NEWS

ଗାଡ଼ିରେ ନୀଳବତି ଲଗାଇ ଗଞ୍ଜେଇ ଚାଲାଣ, ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ମାଲକାନଗିରି: ଗଞ୍ଜେଇ ଚୋରା ଚାଲାଣର ନୂଆ ତରିକା । ପୋଲିସ ଆଖିରେ ଧୂଳି ଦେବାକୁ ନୂଆ ନୂଆ କୌଶଳ ଆପଣଉଛନ୍ତି ବେପାରୀ । ଗାଡ଼ିରେ ନୀଳବତି ଲଗାଇ ଗଞ୍ଜେଇ ଚାଲାଣ କରୁଥିଲେ । ଏଭଳି ଚୋରା ଚାଲାଣ ରାକେଟର ପର୍ଦ୍ଦାଫାସ କରିଛି ମାଲକାନଗିରି ଥାନା ପୋଲିସ । ଦୁର୍ବୃତ୍ତ ନୀଳବତି ଲାଗିଥିବା ଗାଡ଼ି…

କଟକରେ ବାଲିଘାଟରେ ଚଢ଼ାଉ: ୧୧ ଅଟକ, ୭ଟି ଟ୍ରାକ୍ଟର ଜବତ

କଟକ: ବାଲିଘାଟ ଉପରେ କମିଶନରେଟ ପୋଲିସର ଚଢ଼ାଉ । କଟକ ଗୋପାଳପୁର ଅଞ୍ଚଳରେ ଏକ ବାଲିଘାଟରେ ଚଢ଼ାଉ ହୋଇଛି । ଏତିକିବେଳେ ଜବତ ହୋଇଛି ୭ଟି ଟ୍ରାକ୍ଟର । ୧୧ ଜଣଙ୍କୁ ଅଟକ ରଖିଛି ପୋଲିସ । ଏମାନଙ୍କ ମଧ୍ୟରେ ଗାଡ଼ିମାଲିକ, ଗାଡି ଚାଳକ ଓ ଘାଟ ଚଳାଉଥିବା କିଛି ବ୍ୟକ୍ତି ରହିଛନ୍ତି । ଏହି…

“ଗାଁ ଛାଡ଼ିବୁ ନାହିଁ, ଦଶଟି ଜନ ଆନ୍ଦୋଳନର ଗାଥା”- ମାଟିକୁ ବଞ୍ଚାଇବା ଲାଗି ଓଡିଆ ଲୋକଙ୍କ ରକ୍ତ ଓ ଝାଳର ଇତିହାସ

..................................... ବହି- ଗାଁ ଛାଡ଼ିବୁ ନାହିଁ, ଦଶଟି ଜନ ଆନ୍ଦୋଳନର ଗାଥା ଲେଖକ- ନିଗମାନନ୍ଦ ଷଡଙ୍ଗୀ-ରଞ୍ଜନା ପାଢୀ ପ୍ରକାଶକ – ମାନବ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ମୂଲ୍ୟ-୨୯୫ଟଙ୍କା,…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ପତ୍ତି ତାଲିକା, ଜାଣନ୍ତୁ କେଉଁଠି କଣ ଓ କେତେ ସମ୍ପତ୍ତି ଅଛି ?

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ଆପଣେଇଛନ୍ତି ଜିରୋ ଟଲେରାନ୍ସ ନୀତି । ଲୋକ ପ୍ରତିନିଧି, ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ସମ୍ପତ୍ତି ତାଲିକା ବାଧ୍ୟତାମୂଳକ କରିଛନ୍ତି ସରକାର । ତାପୂର୍ବରୁ ନିଜେ ମୁଖ୍ୟମନ୍ତ୍ରୀ ନିଜ ସମ୍ପତ୍ତି ତାଲିକା ପ୍ରକାଶ କରିଛନ୍ତି । ୨୦୨୦ ମାର୍ଚ୍ଚ…

ଯିବା ପୂର୍ବରୁ କ’ଣ ରହିଛି ଟ୍ରମ୍ପ୍‌ଙ୍କ ବଡ଼ ଟାର୍ଗେଟ୍‌

ୱାଶିଂଟନ୍: ଆମେରିକାର ରାଷ୍ଟ୍ରପତି ଭାବରେ ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳ ବର୍ତ୍ତମାନ କିଛି ଦିନ ବାକି ଅଛି। ଟ୍ରମ୍ପ ତାଙ୍କର ଶେଷ ଦିନରେ ଟ୍ୱିଟର ସମେତ ଅନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମକୁ ଟାର୍ଗେଟ କରିପାରନ୍ତି। ସିଏନ୍ଏନ୍ ଅନୁଯାୟୀ, ଆମେରିକା ସଂସଦର କ୍ୟାପିଟଲ୍ ହିଲ୍ କମ୍ପ୍ଲେକ୍ସରେ…

କରୋନା ଟିକା ନେଲେ ବ୍ରିଟେନ ରାଣୀ ଏବଂ ପ୍ରିନ୍ସ ଫିଲିପ

ଲଣ୍ଡନ: ବ୍ରିଟେନର ରାଣୀ ଏଲିଜାବେଥ ଏବଂ ତାଙ୍କ ସ୍ୱାମୀ ପ୍ରିନ୍ସ ଫିଲିପଙ୍କୁ କରୋନା ଟିକା ଦିଆଯାଇଛି। ବକିଙ୍ଗହମ୍ ପ୍ୟାଲେସ୍‌ରେ ଏକ ପ୍ରକାଶନରେ କୁହାଯାଇଛି ଯେ ୱିଣ୍ଡସର୍ ଦୁର୍ଗରେ ୯୪ ବର୍ଷିୟ ରାଣୀ ଏବଂ ୯୯ ବର୍ଷିୟ ଫିଲିପଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦିଆଯାଇଥିଲା। ଉଲ୍ଲେଖ ଥାଉ…

ସିଡନୀ ଟେଷ୍ଟ: ଭାରତ ଆଗରେ ୪୦୭ ରନ୍ ବିଜୟ ଲକ୍ଷ୍ୟ

ସିଡନୀ: ତୃତୀୟ ଟେଷ୍ଟରେ ଭାରତ ଆଗରେ ୪୦୭ ରନ୍ ଟାର୍ଗେଟ ଦେଇଛି ଅଷ୍ଟ୍ରେଲିଆ । ୬ ଓ୍ୱିକେଟରେ ୩୧୨ରନ କରି ଦ୍ୱିତୀୟ ଇନିଂସ ଘୋଷଣା କରିଛି କଙ୍ଗାରୁ ବାହିନୀ । ଆଜି ମ୍ୟାଚର ଚତୁର୍ଥ ଦିନ । ତେଣୁ ଏତେ ବଡ଼ ଟାର୍ଗେଟକୁ ହାସଲ କରିବା ଭାରତ ପକ୍ଷେ ସହଜ ନୁହେଁ । ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ…

ମାତ୍ର ୬ ବର୍ଷ ବୟସରେ ବଲିଉଡ୍‌ରେ ପାଦ ଦେଇଥିଲେ ହ୍ରିତିକ୍‌

ନୂଆଦିଲ୍ଲୀ: ବଲିଉଡର ଅଭିନେତା ହ୍ରିତିକ ରୋଶନ ଆଜି ୪୭ତମ ଜନ୍ମଦିନ ପାଳନ କରୁଛନ୍ତି। ୧୦ ଜାନୁଆରୀ ୧୯୭୪ରେ ହ୍ରିତିକ୍‌ଙ୍କ ଜନ୍ମ।  ହ୍ରିତିକ ରୋଶନ ବଲିଉଡର ପ୍ରସିଦ୍ଧ ଅଭିନେତା ତଥା ନିର୍ମାତା-ନିର୍ଦ୍ଦେଶକ ରାକେଶ ରୋଶନଙ୍କ ପୁଅ। ହ୍ରିତିକ ରୋଶନ ଶିଶୁ କଳାକାର ଭାବରେ ସିନେମାରେ ଅଭିନୟ…

ଦେଶରୁ ୨୪ ଘଣ୍ଟାରେ ୧୮, ୬୪୫ କରୋନା ପଜିଟିଭ୍, ୨୦୧ ମୃତ

ନୂଆଦିଲ୍ଲୀ: ଦେଶରେ କୋଟିଏରୁ ଅଧିକ କରୋନା ସଂକ୍ରମିତ ହୋଇଛନ୍ତି । ସୁସ୍ଥସଂଖ୍ୟା ବି କୋଟିଏ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୧୮ହଜାର ୬୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୯ ହଜାର ୨୯୯ ଆକ୍ରାନ୍ତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା…

ସ୍କୁଲ ଖୋଲିବା ପରେ ଗଜପତିରେ ୨୬ ଶିକ୍ଷକ କରୋନା ପଜିଟିଭ, ୨ ବିଦ୍ୟାର୍ଥୀ ସଂକ୍ରମିତ

ପାରଳାଖେମୁଣ୍ଡି: ରାଜ୍ୟରେ ବିଦ୍ୟାଳୟ ଖୋଲିବାର ଗୋଟିଏ ଦିନ ପରେ ତଥା ଶନିବାର ଦିନ ଗଜପତି ଜିଲ୍ଲାରେ ୨୬ ଜଣ ସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ପ୍ରଦିପ କୁମାର ପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ସରକାରଙ୍କ…