Latest Odisha News

BREAKING NEWS

ଅଲିଭ ରିଡଲେଙ୍କ ଅଣ୍ଡାଦାନ ପାଇଁ ନୋ ଫିସିଂ ଜୋନ୍ ଘୋଷଣା

କେନ୍ଦ୍ରାପଡ଼ା: ବିରଳ ଅଲିଭ୍‌ ରିଡଲେ କଇଁଛଙ୍କ ଗଣ ଅଣ୍ତାଦାନ ଋତୁ ଆରମ୍ଭ ହେଉଛି । ଏହାକପ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଅନ୍ତର୍ଗତ ଗହୀରମଥାରେ ମାଛଧରା ଆଜିଠାରୁ ଉପରେ କଟକଣା ଜାରି ହୋଇଛି । ଆଗାମୀ ୭ ମାସ ପାଇଁ କଟକଣା ବଳବତ୍ତର ରହିବ । ମେ ୩୧ ପର୍ୟ୍ୟନ୍ତ ମାଛଧରା ଉପରେ…

ଲାଲଗଡରେ ଉଡିଲା ତ୍ରିରଙ୍ଗା

ମାଲକାନଗିରି: ଲାଲଗଡରେ ଉଡିଲା ତ୍ରିରଙ୍ଗା । ମାଓପ୍ରବଣ ଗୁରାସେତୁକୁ ନିଜ କବଜାକୁ ନେଲା ବିଏସଏଫ ଯବାନ । ସ୍ୱାଭିମାନ ଅଂଚଳ ସ୍ଥିତ ଗୁରାସେତୁ ଯେଉଁଠି ମାଓବାଦୀଙ୍କ ଆଦେଶ ବିନା ଗଛ ପତ୍ର ବି ହଲେ ନାହିଁ, ସେଠାରେ ଅଚାନକ ଓଡିଶା ପୁଲିସ ଓ ବିଏସଏଫ ଯବାନମାନେ ପହଁଚି ନୂଆ କ୍ୟାମ୍ପ ସ୍ଥାପନ…

ଟ୍ୱିଟର୍‌ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଅଭିନେତ୍ରୀ କୋଏନା

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତ୍ରୀ କୋଏନା ମିତ୍ର ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଟ୍ୱିଟର୍‌ରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଦାବି କରିଛନ୍ତି ଯେ ଟ୍ୱିଟର୍‌ ତାଙ୍କ ଆକାଉଣ୍ଟକୁ ନିଷିଦ୍ଧ କରୁଛି ଏବଂ ତାଙ୍କର ଅନେକ ଅନୁଗାମୀଙ୍କୁ ନିଲମ୍ବନ କରୁଛି। କୋଏନା ଗଣମାଧ୍ୟମକୁ କହିଛନ୍ତି ଯେ ମୋର…

IPL ବେଟିଂ ଅଭିଯୋଗ, ୫ ଗିରଫ

ସମ୍ବଲପୁର: ସମ୍ବଲପୁରରେ ଆଇପିଏଲ ବେଟିଂ ଅଭିଯୋଗରେ ୫ ଗିରଫ । ପୁଲିସ ବିଭିନ୍ନ ସ୍ଥାନରେ ଚଢଉ କରି ଏହି ୫ଜଣ ଅଭିଯୁକ୍ତମାନଙ୍କୁ ଗିରଫ କରିଥିବା ଜଣାପଡିଛି।  ଏଥିସହ ଅଭିଯୁକ୍ତଙ୍କଠାରୁ ନଗଦ ୧୫ ହଜାର ୧୫୦ ଟଙ୍କା ଓ ୫ଟି ମୋବାଇଲ ଫୋନ ଜବତ କରିଛି ସମ୍ବଲପୁର ପୋଲିସ । ଗିରଫ ଅଭିଯୁକ୍ତମାନେ…

ବ‌ଙ୍ଗୋପସାଗରରେ ଲଘୁଚାପ: ଓଡ଼ିଶା ଉପକୂଳରେ ହେବନି ବର୍ଷା, ବଢ଼ିପାରେ ଶୀତ

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ ବଳୟ । ଆସନ୍ତା ୨୪ ଘଣ୍ଟାରେ ଏହା ବାଂଲାଦେଶ ଉପକୂଳ ମୁହାଁ ହେବ । ଏହା ମିଆଁମାର୍‌ ଓ ସଂଲଗ୍ନ ବାଂଲାଦେଶ ଓ ଭାରତର ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା କରାଇବ । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ…

କୁମାର ପୂର୍ଣ୍ଣିମା ଅବସରରେ ନିଆରା କଇଁଫୁଲ କୋଠି

ଯାଜପୁର: କୁମାର ପୂର୍ଣ୍ଣିମା ଆସିଲେ ଯାଜପୁର ଜିଲ୍ଲା ରସୁଲପୁର ବ୍ଲକର ସଦାନନ୍ଦପୁର ଗାଁ ହୋଇ ଉଠେ ଚଳଚଂଚଳ । କୁମାର ପୁର୍ଣ୍ଣିମାର ସାତ ଦିନ ପୂର୍ବରୁ ନିଜ ନିଜ ଚଉଁରା ମୁଳେ କୁମାରୀ ମାନେ ତିଆରି କରିଥାନ୍ତି କଇଁ ଫୁଲର କୋଠି । ଆଉ କୁମାର ପୂର୍ଣ୍ଣିମା ଦିନ ଗାଁ ଅଗଣାରେ ତିଆରି…

କୋଭିଡ୍‌ ନିୟମ ଉଲ୍ଲଘଂନ ନେଇ ଅମୀର୍‌ଙ୍କ ନାଁ ଅଭିଯୋଗ ଆଣିଲେ ବିଜେପି ବିଧାୟକ

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ଅମୀର ଖାନ୍‌ ତାଙ୍କ ଆଗାମୀ ଫିଲ୍ମ 'ଲାଲ୍‌‌ ସିଂ ଚଢା'ର ସୁଟିଂରେ ବ୍ୟସ୍ତ ଅଛନ୍ତି। କିଛି ଦିନ ପୂର୍ବେ ଆମୀର ଉତ୍ତରପ୍ରଦେଶର ଗାଜିଆବାଦରେ ଫିଲ୍ମର କିଛି ଦୃଶ୍ୟର ସୁଟିଂ କରୁଥିଲେ। କିନ୍ତୁ ଗାଜିଆବାଦରେ ତାଙ୍କ ସୁଟିଂକୁ ନେଇ ଏକ ହଙ୍ଗମା ସୃଷ୍ଟି ହୋଇଛି।…

ବୁଲି ଯାଆନ୍ତୁ ପ୍ରାକୃତିକ ଶୋଭରାଜିରେ ପରିପୂର୍ଣ୍ଣ କୋରଡ଼କୋଟ ଜଳପ୍ରପାତ

ଭୁବନେଶ୍ୱର: ଆରମ୍ଭ ହେଲାଣି ପର୍ଯ୍ୟଟନ ଋତୁ। କୋଭିଡ କଟକଣା ମଧ୍ୟରେ ପର୍ଯ୍ୟଟନ ସ୍ଥଳୀ ଗୁଡିକୁ ବୁଲିବାକୁ ପର୍ଯ୍ୟଟକଙ୍କୁ ଅନୁମତି ଦେଇଛନ୍ତି ସରକାର। ତେବେ ଆଜି ଆମେ ଆପଣଙ୍କୁ ବୁଲାଇ ନେବୁ ଦେବଗଡ଼ ଜିଲ୍ଲାର କୋରଡକୋଟ ଜଳ ପ୍ରପାତ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଥିବା ଦେବଗଡ଼ ଜିଲାର…

ଦେଶରେ ୮୧ ଲକ୍ଷ କରୋନା ସଂକ୍ରମିତ, ସୁସ୍ଥ ହେଲେଣି ୭୪ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନାରେ ସଂକ୍ରମିତ ହେଲେଣି ପାଖାପାଖି ୮୨ ଲକ୍ଷ ଲୋକ । ସଂକ୍ରମିତଙ୍କ ସଂଖ୍ୟା ବଢୁଥିଲେ ବି ଦୈନିକ କେସ୍ କମୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୬ ହଜାର ୯୬୪ ନୂଆ ଆକ୍ରାନ୍ତ । ମୋଟ୍ ପଜିଟିଭ୍ କେସ୍ ୮୧ ଲକ୍ଷ ୮୪ ହଜାର ୮୩କୁ ବୃଦ୍ଧି ପାଇଛି ।…

ଲକଡାଉନ୍ ରିଟର୍ଣ୍ଣସ୍: ଇଂଲଣ୍ଡରେ ପୁଣି ଲକଡାଉନ୍ ଘୋଷଣା

ଲଣ୍ଡନ: କରୋନା ମହାମାରୀ ବିରୋଧରେ ଲଢ଼େଇ ଭିତରେ ପୁଣି ଫେରିଲା ଲକଡାଉନ୍ । ବ୍ରିଟେନରେ କରୋନାର ଥାର୍ଡ ଓ୍ୱେଭ୍ । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଇଂଲଣ୍ଡକୁ ପୁଣି ଲକଡାଉନ୍ ଘୋଷଣା କରିଛନ୍ତି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ । ଆସନ୍ତା ଗୁରୁବାରଠାରୁ (ନଭେମ୍ୱର ୫ତାରିଖ)…