ପୁରୀରୁ ୪ ଓ ବଲାଙ୍ଗିରରୁ ଆଉ ୨ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଆଉ ୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ୬ ଜଣଙ୍କ ମଧ୍ୟରୁ ପୁରୀରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣ ପୁରୀ ଟାଉନର ହୋଇଥିବା ବେଳେ ଅନ୍ୟ ଦୁଇଜଣ କୋଣାର୍କ ଏବଂ ପିପିଲିର ହୋଇଥିବା ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି…