ଭୁବନେଶ୍ୱରରେ ୨୯ ହଜାର ଟପିଲା କରୋନା ସଂକ୍ରମଣ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୮୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମଣ ସଂଖ୍ୟା ୨୯ ହଜାର ଟପିଛି ।
ଏନେଇ ଟ୍ୱିଟ୍ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…