ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୦୮ କରୋନା ରୋଗୀ
ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
https://twitter.com/HFWOdisha/status/1321826018047397888?s=19
…