ୟୁକ୍ରେନ ଯୁଦ୍ଧ ଶେଷ ପାଇଁ ଟ୍ରମ୍ପ-ପୁଟିନଙ୍କ ବୈଠକକୁ ଭାରତର ସମର୍ଥନ
ନୂଆଦିଲ୍ଲୀ: ଭାରତ ଶନିବାର ୟୁକ୍ରେନ ଯୁଦ୍ଧ ଶେଷ କରିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହେବାକୁ ଥିବା ବୈଠକକୁ ସ୍ୱାଗତ କରିଛି। ଏହି ବୈଠକ ଅଗଷ୍ଟ ୧୫ରେ ଆଲାସ୍କାରେ ହେବ। ଭାରତର ବୈଦେଶିକ ମନ୍ତ୍ରଣାଳୟ ଏହାକୁ ସମର୍ଥନ କରି…