ବିହାର ନିର୍ବାଚନ: ଭୟଙ୍କର ଅଭିଯୋଗ ଆଣିଲେ ଅମୀଷା ପଟେଲ
ପାଟନା:ବଲିଉଡ ଅଭିନେତ୍ରୀ ଅମୀଷା ପଟେଲ ବିହାର ନିର୍ବାଚନ ପ୍ରଚାର ନେଇ କି ଭଳି ଅସୁବିଧାର ସମ୍ମୁଖୀନ ହୋଇଥିଲେ ସେ ନେଇ ମୁହଁ ଖୋଲିଛନ୍ତି । ସେ କରିଥିବା ଅଭିଯୋଗ ସମସ୍ତଙ୍କୁ ଚକିତ କରିଛି । ଲୋକ ଜନଶକ୍ତି ପାର୍ଟି ନେତା ପ୍ରକାଶ ଚନ୍ଦ୍ରାଙ୍କ ନିର୍ବାଚନୀ ପ୍ରଚାର ବାବଦରେ ଏହି ଭାଇରାଲ ଅଡିଓ…