ଆମେରିକାରେ ୮୦ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା
ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୮୧,୩୭୮ରୁ ଅଧିକ ଟପିଲାଣି ।
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ସେଠାରେ ୨ ଲକ୍ଷରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ବେଳେ ୧୩ ଲକ୍ଷରୁ ଅଧିକ…