ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂଖ୍ୟା ୨୮୭ ଛୁଇଁଲା
ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସମ୍ପୃକ୍ତ ବ୍ୟକ୍ତିମାନେ ମୟୂରଭଞ୍ଜ ଜିଲ୍ଲାର ବାସିନ୍ଦା। ଏଥିସହିତ ଜିଲ୍ଲାରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୭ ଛୁଇଁଛି।
ଏହାଛଡା ସ୍ବାସ୍ଥ୍ୟ ଓ…