କଟକଣା ଭିତରେ କଟକରେ ୪ଟି ପର୍ଯ୍ୟାୟରେ ହେବ ଭସାଣ
କଟକ: କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହେଉଛି ଦଶହରା । ଆଜି ଦଶମୀ ଆସନ୍ତାକାଲି ଭସାଣ ଉତ୍ସବ । ଏଥିପାଇଁ କଟକରେ ଲାଗୁ ହୋଇଛି କଟକଣା । ଭସାଣ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି ହୋଇଛି ।
ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି…