କେନ୍ଦ୍ରାପଡାରୁ ଆଜି ଚିହ୍ନଟ ସମସ୍ତ ବ୍ୟକ୍ତି ପଟ୍ଟାମୁଣ୍ଡାଇ ଅଞ୍ଚଳର: ଜିଲ୍ଲାପାଳ
କେନ୍ଦ୍ରାପଡା : ଆଜି କେନ୍ଦ୍ରାପଡାରୁ ଚିହ୍ନଟ ହୋଇଛନ୍ତି ୫ କରୋନା ପଜିଟିଭ । ପଜିଟିଭ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ପଟ୍ଟାମୁଣ୍ଡାଇ ଅଞ୍ଚଳର ବୋଲି ଜିଲ୍ଲାପାଳ ସୂଚନା ପ୍ରଦାନ କରଛନ୍ତି ।
ଗୋଟିଏ କ୍ଵାରେଣ୍ଟାଇନ ସେଣ୍ଟରରେ ରହୁଥିବା ଏହି ବ୍ୟକ୍ତି ମାନେ ସୁରତ ଫେରନ୍ତା । ଗତ ୩…