Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୮-୦୫-୨୦୨୦ ଶୁକ୍ରବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ମଇ ତା ୮ ରିଖ ଶୁକ୍ରବାର ମେଷ ୨୬ ଦିନ  ଜ୍ଯେଷ୍ଠ  ମାସ କୃଷ୍ଣ ପକ୍ଷ ପ୍ରତିପଦା  ତିଥି  ବିଶାଖା   ଭୁକ୍ତ ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର    ଘାତ ବାର-: ବିଛା ଧନୁ ଓ ମୀନ ରାଶିର  ଘାତ ଚନ୍ଦ୍ର-:…

ମା କୁକୁରକୁ ମାରିବା ଅଭିଯୋଗ, ମହିଳାଙ୍କ ବିରୋଧରେ ମାମଲା ରୁଜୁ କଲା ପୋଲିସ

ଭୁବନେଶ୍ୱର : କିଛି ଦିନ ପୂର୍ବରୁ ଲିଙ୍ଗରାଜ ଥାନା ଅଂଚଳରେ ଏକ ଗର୍ଭବତୀ କୁକୁରକୁ ଲୁହାରଡରେ ମାଡ ମାରିବା ଓ ପରେ ତାର ମୃତ୍ୟୁ ହେବା ଘଟଣାରେ ଅଭିଯୁକ୍ତ ମହିଳାଙ୍କ ବିରୋଧରେ ମାମଲା ରୁଜୁ କରିଛି ପୋଲିସ । ଭୁବନେଶ୍ୱର ଡିସିପି ଅନୁପ ସାହୁ କହିଛନ୍ତି ଯେ, ଧାରା ୨୬୮ ଏବଂ ଧାରା ୪୨୯…

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଶଙ୍କା; ଓଡ଼ିଶା ହୋଇପାରେ ‘କରୋନା ହଟ୍‌ସ୍ପଟ୍‌’ !

ନୂଆଦିଲ୍ଲୀ: ଗୋଟିଏ ଦିନରେ ରାଜ୍ୟରେ ୩୪ ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ଆଗାମୀ ଦିନରେ ଓଡ଼ିଶା କରୋନା ହଟ୍‌ସ୍ପଟ୍ ହେବା ନେଇ ଆଶଙ୍କା ବ୍ୟକ୍ତ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ । ଦେଶରେ ଏବେ ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଉତ୍ତର ପ୍ରଦେଶରେ ଦ୍ରୁତଗତିରେ କରୋନା…

ମହାପ୍ରଭୁଙ୍କ ରଥ ନିର୍ମାଣ ନେଇ କେନ୍ଦ୍ରର ସବୁଜ ସଙ୍କେତ

ଭୁବନେଶ୍ୱର : ରଥଖଳାରେ ନିର୍ମାଣ ହୋଇପାରିବ ଶ୍ରୀ ଜିଉଙ୍କ ରଥ । ରଥ ନିର୍ମାଣକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ଅନୁମତି ମିଳିଛି । ଏ ନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଆସିଛି । ତେବେ ରଥଯାତ୍ରା ହେବ କି ନାହିଁ ସେ ସମ୍ପର୍କରେ ରାଜ୍ୟ ସରକାର…

ଗଞ୍ଜାମରେ ୭ କରୋନା ପଜିଟିଭ୍ ଚିହ୍ନଟ: ଓଡ଼ିଶାରେ ଆକ୍ରାନ୍ତଙ୍କ ୨୧୯କୁ ବୃଦ୍ଧି

ଭୁବନେଶ୍ୱର: ଗୁରୁବାର ଦିନ ଗଞ୍ଜାମରେ ଆଉ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଓଡ଼ିଶାର କରୋନା ରୋଗୀଙ୍କ ସଂଖ୍ୟା ୨୧୯କୁ ବୃଦ୍ଧି ପାଇଛି । ଜିଲ୍ଲାରେ ଆଜି ବୃଦ୍ଧି ପାଇଥିବା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମକୁ ରେଡ୍ ଜୋନ ଭାବେ ଘୋଷଣା କରାଯାଇଛି । ପଜିଟିଭ୍ ଚିହ୍ନଟ…

ପ୍ରବାସୀଙ୍କୁ ଚେତାବନୀ, ରାସ୍ତାରେ ନ ଓହ୍ଲାଇ କ୍ୱାରେଂଟିନ୍‌ରେ ରୁହ

ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କୁ ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର । ବାହାରୁ ଆସୁଥିବା ଘର ବାହୁଡା ପ୍ରବାସୀ ରାସ୍ତାରେ ଓହ୍ଲାଇପାରିବେ ନାହିଁ ବୋଲି ସରକାର ଆଜି ନିର୍ଦ୍ଦେଶ ଦେଇଛନ୍ତି । ନିୟମ ନ ମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଳି ଆଜି ସାମ୍ବାଦିକ ସମ୍ମିଳନୀ ସୂଚନା ଦେଇଛନ୍ତି…

ଭାରତରେ ୫୨୩୧ଟି ରେଳ କୋଚରେ କୋଭିଡ ଯତ୍ନ କେନ୍ଦ୍ର ବ୍ୟବସ୍ଥା; ଓଡ଼ିଶାରେ ୯ଟି ଷ୍ଟେସନ ପ୍ରସ୍ତୁତ

ନୂଆଦିଲ୍ଲୀ: ରେଳ ମନ୍ତ୍ରଣାଳୟ ପକ୍ଷରୁ ୫୨୩୧ଟି କୋଚକୁ କୋଭିଡ ଯତ୍ନ କେନ୍ଦ୍ରରେ ରୂପାନ୍ତରିତ କରାଯାଇଛି। ଅତି ସାଧାରଣ କୋଭିଡ ସଂକ୍ରମଣ ମାମଲାଗୁଡ଼ିକରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଦିଶାନିର୍ଦ୍ଦେଶ ଅନୁଯାୟୀ ଚିକିତ୍ସା ପାଇଁ ଏଗୁଡ଼ିକୁ କୋଭିଡ-୧୯ ଯତ୍ନ କେନ୍ଦ୍ରରେ ଉପଯୋଗ କରାଯାଇପାରିବ। ଏହି…

ବିଶାଖାପାଟଣା ଗ୍ୟାସ ଲିକ ଦୁର୍ଘଟଣାର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବିଶାଖାପାଟଣା ଗ୍ୟାସ ଲିକ ଘଟଣା ପରିପ୍ରେକ୍ଷୀରେ ନିଆଯାଇଥିବା ପଦକ୍ଷେପଗୁଡିକୁ ଏକ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମୀକ୍ଷା କରିଛନ୍ତି । ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକ ତଥା ଦୁର୍ଘଟଣାସ୍ଥଳୀର ସୁରକ୍ଷା ନେଇ ନିଆଯାଇଥିବା ପଦକ୍ଷେପର ସେ ବିସ୍ତୃତ…

ରାଜଧାନୀରେ ଚାଞ୍ଚଲ୍ୟ, ନୟାପଲ୍ଲୀ ଅଂଚଳରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

ଭୁବନେଶ୍ୱର : ରାଜଧାନୀରେ ହତ୍ୟାକାଣ୍ଡ । ନୟାପଲ୍ଲୀ ଅଂଚଳରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ମୃତକଙ୍କ ନାଁ ବନୁ ଶବର । ଗତ ୫ ତାରିଖରେ ଏହି ଘଟଣା ଘଟିଛି । ଅଭିଯୁକ୍ତ ଟୁକୁନା ବେହେରାଙ୍କୁ ପୋଲିସ ଗିରଫ କରିଛି । ସୂଚନା ଅନୁଯାୟୀ, ମୃତ ବନୁ ଓ ହତ୍ୟାକାରୀ ଟୁକୁନା ଦୁଇ…

ଗୋଇନ୍ଦା ବିଭାଗର ପୂର୍ବତନ ମୁଖ୍ୟ ମୁସ୍ତାଫା ଅଲ କାଧେମୀ ହେଲେ ଇରାକର ପ୍ରଧାନମନ୍ତ୍ରୀ

ବାଗଦାଦ: ଇରାକ ଗୋଇନ୍ଦା ବିଭାଗର ପୂର୍ବତନ ମୁଖ୍ୟ ମୁସ୍ତାଫା ଅଲ କାଧେମୀଙ୍କୁ ଇରାକର ନୂତନ ପ୍ରଧାନମନ୍ତ୍ରୀ ଭାବେ ଚୟନ କରାଯାଇଛି । ସେ ଗୁରୁବାର ପ୍ରଧାନମନ୍ତ୍ରୀ ପଦର ଶପଥ ନେଇଛନ୍ତି । ଏଥିସହ ଇରାକରେ ୫ ମାସ ଧରି ଚାଲିଥିବା ରାଜନୈତିକ ସଙ୍କଟର ଅବସାନ ଘଟିଛି । ୨୦୦୩ ପରଠାରୁ ସେ ଷଷ୍ଠ…