ବସ ଓ କାର ଚାଳକ ସଂଘକୁ ଆର୍ଥିକ ମାନ୍ଦାବସ୍ଥାରୁ ମୁକୁଳିବାରେ ପୂର୍ଣ୍ଣ ସହାୟତା ପ୍ରଦାନ କରାଯିବ: ଗଡକରୀ
ନୂଆଦିଲ୍ଲୀ: ସରକାର ବସ ଓ କାର ଚାଳକମାନଙ୍କ ସମସ୍ତ ସମସ୍ୟା ସମ୍ପର୍କରେ ଅବଗତ ଅଛନ୍ତି ଏବଂ ତାହାକୁ ଦୂର କରିବା ପାଇଁ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି କେନ୍ଦ୍ର ସଡକ ପରିବହନ ଓ ରାଜପଥ ତଥା ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ନିତିନ ଗଡକରୀ ।
ସାରାଦେଶର ବସ ଓ କାର…