Latest Odisha News

BREAKING NEWS

ଲକଡାଉନ ଯୋଗୁଁ ହତାଶ ହୋଇ ଜୀବନ ହାରିଲେ ଯୁବକ

ଯାଜପୁର : କୋରୋନା ପାଇଁ ଚାରିଆଡେ ଲକ ଡାଉନ ଚାଲିଛି । କାମ ଧନ୍ଦା ସବୁ ବନ୍ଦ ହୋଇଯାଇଛି । ଏହାରି ଭିତରେ ହତାଶ ହୋଇ ଜୀବନ ହାରିଲେ ଯୁବକ । ଯାଜପୁର ସଦର ଥାନା ଅନ୍ତର୍ଗତ ଜାହାନପୁର ପଂଚାୟତର ମଲ୍ଳିକାପୁର ଗାଁର ଅକ୍ଷୟ ମହାନ୍ତି ଆଜି ସକାଳେ ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ…

ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଏହାରି ଭିତରେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ଜଣେ କରୋନା ପଜିଟିଭ । One patient from Balasore has recovered and tested…

ଚିନ୍ତା ବଢ଼ାଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା, ଯାଜପୁରରୁ ପୁଣି ଜଣେ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାଜପୁରୁର ଚିହ୍ନଟ ହୋଇଛନ୍ତି ଏହି ଆକ୍ରାନ୍ତ ଜଣକ । ସେ ଜଣେ ୫୭ ବର୍ଷୀୟ ପୁରୁଷ । ସେ ପଶ୍ଚିମବଙ୍ଗ ଫେରନ୍ତା, ତାଙ୍କୁ କ୍ୱାରେଂଟିନ୍‌ରେ ରଖାଯାଇଥିଲା । ଏହାକୁ ମିଶାଇ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ…

ଜୁଲାଇ ୨୪ରେ +୩ ଶେଷ ବର୍ଷ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୪ରେ ହେବ ଯୁକ୍ତ ୩ ଶେଷବର୍ଷ ପରୀକ୍ଷା । ସେହିପରି ଅଗଷ୍ଟ ୨୦ରେ ପିଜି ଶେଷ ସେମିଷ୍ଟାର ପରୀକ୍ଷା ହେବ। ପିଜି ଆଡମିସନ ପାଇଁ ଏକକ ପରୀକ୍ଷା ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ହେବ । ଏନେଇ ଆଜି ୧୧ଟି ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ…

ଯାଜପୁରରୁ ପୁଣି ଚିହ୍ନଟ ହେଲେ କରୋନା ପଜିଟିଭ୍‌, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି

ଭୁବନେଶ୍ୱର : ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କ ବୟସ ୬୫ ବର୍ଷ ବୋଲି ଜଣାପଡିଛି । ଏଥି ସହ ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଛି । ଏହି ନୂଆ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ପରେ ଯାଜପୁର ଜିଲ୍ଲାରେ ମୋଟ ସଂଖ୍ୟା ୫୪ ଛୁଇଁଛି । ଏ ନେଇ…

ଜାଣନ୍ତୁ, ଶ୍ରୀମନ୍ଦିରରେ କିପରି ପାଳିତ ହୁଏ ନୃସିଂହଙ୍କ ଜନ୍ମନୀତି

ଆଜି ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ । ଆଜିର ପବିତ୍ର ଦିନରେ ଶ୍ରୀମନ୍ଦିରରେ ପାଳିତ ହେଉଛି ନୃସିଂହ ଦେବଙ୍କ ଜନ୍ମନୀତି । ପାରମ୍ପରିକ ଭାବେ ଶ୍ରୀମନ୍ଦିରରେ ଏହି ତିଥିଟିକୁ ପାଳନ କରାଯାଇଥାଏ । ସ୍କନ୍ଦ ପୁରାଣ ଅନୁଯାୟୀ ପୁରୁଷୋତ୍ତମ କ୍ଷେତ୍ରରେ ଜଗନ୍ନାଥ ନୃସିଂହ ରୂପରେ ରାଜା…

ତେଲେଙ୍ଗାନାରେ ମେ’ ୨୯ ଯାଏଁ ତାଲାବନ୍ଦ

ହାଇଦ୍ରାବାଦ: ତେଲେଙ୍ଗାନାରେ ବଢ଼ିଲା ତାଲାବନ୍ଦ ଅବଧି । ଦେଶର ପ୍ରଥମ ରାଜ୍ୟ ଭାବେ ତେଲେଙ୍ଗାନାରେ ଲକଡାଉନ୍ ସମୟସୀମାକୁ ମେ’ ୨୯ ଯାଏଁ ବୃଦ୍ଧି କରାଯାଇଛି । କ୍ୟାବିନେଟ ବୈଠକ ପରେ ଏନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ । ସେ କହିଛନ୍ତି ଯେ, କେନ୍ଦ୍ର…

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟତା କରିବ ‘ରୋବୋ ବାସ୍କେଟ’

ଯାଜପୁର: ରୋବଟ କରିବ କରୋନା ଚିକିତ୍ସାରେ ସହାୟତା । ସୁରକ୍ଷିତ ରହିବେ କରୋନା ଯୋଦ୍ଧା ଡାକ୍ତର ଓ ନର୍ସ । ଏଥିପାଇଁ ଆଗେଇ ଆସିଛନ୍ତି ଯାଜପୁର ସ୍ଥିତ ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ୍ ମାନସ ରଞ୍ଜନ ମହାନ୍ତି । ଅତ୍ୟାଧୁନିକ ଜ୍ଞାନ କୌଶଳରେ ମାନସ ନିର୍ମାଣ କରିଛନ୍ତି ଏହି ରୋବଟ୍ । ଯାହା…

ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାରଙ୍କ କେନ୍ଦ୍ରର ନୁହେଁ: ବିଜୟ ମହାପାତ୍ର

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ନେଇ ଦ୍ୱନ୍ଦ ଲାଗି ରହିଛି । ରଥ ନିର୍ମାଣ କି ରଥଯାତ୍ରା ହେବ କି ନାହିଁ ସେ ନେଇ ନିଷ୍ପତି ହୋଇନିି । ତେବେ ଏହାରି ଭିତରେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ରଥଯାତ୍ରାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସେ କହିଛନ୍ତି, ରଥଯାତ୍ରା…

ବାଲେଶ୍ୱରରୁ ଆଉ ଜଣେ କରୋନା ରୋଗୀ, ମୋଟ ସଂଖ୍ୟା ୧୭୮କୁ ବୃଦ୍ଧି

ଭୁବନେଶ୍ୱର : ବୁଧବାର ବାଲେଶ୍ୱରରୁ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହ ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୭୮କୁ ବୃଦ୍ଧି ପାଇଛି । ସେପଟେ ବାଲେଶ୍ୱର ଜିଲ୍ଲାରେ ଏହି ୨୫ ଛୁଇଁଛି । ଏ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ନୂଆ ଚିହ୍ନଟ କରୋନା…