ଦେଶବାସୀଙ୍କ ସହ ‘ଫେସବୁକ ଲାଇଭ’ରେ ଭାବ ବିନିମୟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ: କେନ୍ଦ୍ର ପେଟ୍ରୋଲିୟମ୍ ଓ ପ୍ରାକୃତିକ ବାଷ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଫେସବୁକ୍ ଲାଇଭ ଯୋଗେ ଦେଶବାସୀ ତଥା ବିଶେଷ କରି ଓଡ଼ିଶାର ଜନସାଧାରଣଙ୍କ ସହ ଭାବ ବିନିମୟ କରିଛନ୍ତି । ଏହି ଆଲୋଚନା କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପ୍ରଧାନ ବିଭିନ୍ନ ଲୋକଙ୍କ…