ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ଡ୍ରାଇଭରଙ୍କ ଘରେ ଭିଜିଲାନ୍ସ ରେଡ଼
ଧର୍ମଗଡ଼: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଡ୍ରାଇଭର । କଳାହାଣ୍ଡି ଜିଲ୍ଲା ଇନ୍ଦିରାବତୀ ଜଳପ୍ରକଳ୍ପର ଅବସର ପ୍ରାପ୍ତ ଡ୍ରାଇଭର ରମେଶ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ। ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ଼୍ ଜାରି ରହିଛି।
ଖବର ଅନୁଯାୟୀ, ଭିଜିଲାନ୍ସ ପକ୍ଷରୁ ଧର୍ମଗଡ଼ସ୍ଥିତ…