ରାଉରକେଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ ଓ ୬ ଆହତ
ରାଉରକେଲା: ବାଲୁଘାଟ ନିକଟରେ ଏକ ମିନିବସ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଜଣେ ମୃତ ଓ ଅନ୍ୟ ୬ ଜଣ ଆହତ ହୋଇଛନ୍ତି।
ରଘୁନାଥପାଲି ପୋଲିସ ଘଟଣାସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଆହତମାନଙ୍କୁ ରାଉରକେଲାର ସରକାରୀ ଡାକ୍ତରଖାନା ରେ ଚିକିତ୍ସା…