ଢେଙ୍କାନାଳ ସହରରେ ବୁଲିଲେ ଯମରାଜ ଓ କରୋନା
ଢେଙ୍କାନାଳ : ସହରର ଆଜି ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିଲା କରୋନାକୁ । ଛକ, ବଜାର, ଗଳି କନ୍ଦି ବୁଲି ବୁଲି କୋଭିଡ୧୯ ଭୟବହତା ସମ୍ପର୍କରେ ସଚେତନ କରିଥିଲା କରୋନା । କାମ ନ ଥାଇ ଅଯଥା ଘରୁ ନ ବାହାରିବାକୁ ସେ ସମସ୍ତଙ୍କୁ ସତର୍କ କରିଥିଲା ।
କେବଳ କରୋନା ନୁହେଁ ତା ସାଙ୍ଗରେ ଯମରାଜ…