ଷ୍ଟାନ୍ଫୋର୍ଡ ବିଶ୍ୱ ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ସୋଆର ୪ ଗବେଷକ
ଭୁବନେଶ୍ୱର: ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆଉ ୪ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି।
ୟୁଏସ୍ଏର ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିବା ବେଳେ ଏହି…