ଯାଜପୁରରୁ ଚିହ୍ନଟ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ, ୧୧୧ ଛୁଇଁଲା ସଂଖ୍ୟା
ଭୁବନେଶ୍ୱର: ରାଜ୍ୟରେ ପୁଣି ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ବ୍ୟକ୍ତି ଜଣକ ହେଲେ ଯାଜପୁର ବାସୁଦେବପୁରର । ତାଙ୍କ ବୟସ ୩୪ ବର୍ଷ । ସେ ନିକଟରେ କୋଲକତାରୁ ଫେରିଥିବା ଜଣାପଡିଛି । ଆକ୍ରାନ୍ତ ବ୍ୟକ୍ତିଙ୍କ କଂଟାକ୍ଟ ଟ୍ରେସିଂ କାମ ଜାରି ରହିଛି । ଏହାକୁ ମିଶାଇ…