Latest Odisha News

BREAKING NEWS

କରୋନା ଯୁଦ୍ଧ ପାଇଁ NASA ବିକଶିତ କଲା ହାଇ ପ୍ରେସର୍ ଭେଣ୍ଟିଲେଟର୍ !

ନ୍ୟୁୟର୍କ: କରୋନା ଯୁଦ୍ଧରେ ସହଯୋଗର ହାତ ବଢାଇଲା ନ୍ୟାସନାଲ୍ ଏରୋନଟିକ୍ସ ଆଣ୍ଡ ସ୍ପେସ୍ ଆଡମିନଷ୍ଟ୍ରେସନ୍ (NASA) । କରୋନା ସଂକ୍ରମିତଙ୍କ ପାଇଁ ମାତ୍ର ୩୭ ଦିନରେ ନାସାର ଇଂଜିନିଅରମାନେ ପ୍ରସ୍ତୁତ କଲେ ହାଇ ପ୍ରେସର୍ ଭେଣ୍ଟିଲେଟର୍ । ଭେଣ୍ଟିଲେଟରକୁ ଭାଇଟାଲ ଭାବେ ନାମିତ…

ଥାନା ଭିତରେ ପଡିଲା ଥାନା ବାବୁଙ୍କ ହାତଗଣ୍ଠି

ସୁବର୍ଣ୍ଣପୁର: ଥାନା ଭିତରେ ପଡିଲା ହାତଗଣ୍ଠି । ଥାନା ଭିତରେ ବିବାହ କଲେ ଥାନା ବାବୁ । କରୋନା ପାଇଁ ଯାଇ ପାରିଲାନି ବରଯାତ୍ରୀ । ଥାନା ଭିତରେ ହିଁ ହାତକୁ ଦି ହାତ ହେଲେ ସୁବର୍ଣ୍ଣପୁର ସୁବଳୟା ଥାନାର ପୋଲିସ ଏସ୍‌ଆଇ । ମାସ୍କ ପିନ୍ଧି, ସାମାଜିକ ଦୂରତା ରଖି ଜ୍ୟୋତ୍ସ୍ନାରାଣୀଙ୍କ ହାତ…

ଆଗାମୀ ୩ ଦିନ ଯାଏଁ ଜାରି ରହିବ ପ୍ରବଳ ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଶନିବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏପରିକି ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟ ଗତକାଲି ବର୍ଷା ହୋଇଥିଲା। ଆଇଏମଡିର ସକାଳ ବୁଲେଟିନ୍ ଅନୁଯାୟୀ,…

ସାଂସଦ ପାଣ୍ଠିରେ ନିର୍ମିତ ପ୍ରକଳ୍ପକୁ କ୍ୱାରେଣ୍ଟାଇନ୍ ସେଣ୍ଟର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବୈଜୟନ୍ତ ପଣ୍ଡାଙ୍କ…

ଭୁବନେଶ୍ବର: କେନ୍ଦ୍ରପାଡାରେ ସାଂସଦ ପାଣ୍ଠିରେ ତିଆରି ପ୍ରକଳ୍ପକୁ କ୍ୱାରେଣ୍ଟାଇନ୍ ସେଂଟର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା । ଏସବୁକୁ ପ୍ରବାସୀ ଓଡ଼ିଆଙ୍କ ପାଇଁ କ୍ୱାରେଣ୍ଟାଇନ୍ ସେଂଟର ଭାବେ ବ୍ୟବହାର…

ଚିଫ୍ ଭିଜିଲାନ୍ସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୟ କୋଠାରୀ

ନୂଆଦିଲ୍ଲୀ: ଚିଫ୍ ଭିଜିଲାନ୍ସ କମିଶନର ଭାବେ ଦାୟିତ୍ୱ ନେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସଚିବ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସଂଜୟ କୋଠାରୀ । ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାମନାଥ କୋବିନ୍ଦଙ୍କ ସମ୍ମୁଖରେ ଚିଫ୍ ଭିଜିଲାନ୍ସ କମିଶନର ଭାବେ ସେ ଶପଥ ଗ୍ରହଣ…

ଝଡ଼ର ଇଗଲ୍‌: ତାଲିମ୍ ନେଉ ନେଉ…

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…

ରହସ୍ୟ ଘେରରେ କିମ୍ ଜୋଙ୍ଗ ଉନଙ୍କ ସ୍ୱାସ୍ଥ୍ୟାବସ୍ଥା; ଡାକ୍ତରୀ ଦଳ ପଠାଇଲା ଚାଇନା !

ନ୍ୟୁୟର୍କ: ଉତ୍ତର କୋରିଆର ନିର୍ଦ୍ଦୟୀ ଶାସକ କିମ ଜୋଙ୍ଗ ଉନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ରହସ୍ୟ ଘନେଇବାରେ ଲାଗିଛି । ଆମେରିକା ଓ ଦକ୍ଷିଣ କୋରିଆ ସମେତ ଅନେକ ଦେଶର ମିଡିଆ କିମ୍ ଜୋଙ୍ଗ୍‌ଙ୍କ ସ୍ୱାସ୍ଥ୍ୟକୁ ନେଇ ବିଭିନ୍ନ ପ୍ରକାର ଦାବି କରିଛନ୍ତି । ଏପରି ସ୍ଥିତିରେ ଚାଇନା ନିଜର ଏକ…

ସମୁଦ୍ର ଭିତରେ ଓଡ଼ିଶା ଓ ଆନ୍ଧ୍ରକୁ ମାଡି ଆସୁଛନ୍ତି ମତ୍ସ୍ୟଜୀବୀ

ଗଞ୍ଜାମ: ସମୁଦ୍ର ଭିତରେ ଓଡ଼ିଶା ଓ ଆନ୍ଧ୍ରକୁ ମାଡି ଆସୁଛନ୍ତି ମତ୍ସ୍ୟଜୀବୀ । ଚେନ୍ନାଇରୁ ବୋଟ କିଣି ସମୁଦ୍ର ଭିତରେ ପ୍ରାୟ ୩୮ ଜଣ ମତ୍ସ୍ୟଜୀବୀ ଗଂଜାମ ଜିଲ୍ଲା ଅଭିମୁଖେ ଆସୁଛନ୍ତି । ସୂଚନା ଅନୁସାରେ, ଲକଡାଉନ୍ ଯୋଗୁଁ ଚେନ୍ନାଇରେ ଅନେକ ମତ୍ସ୍ୟଜୀବୀ ଫସି ରହିଛନ୍ତି । ସେମାନଙ୍କ ମଧ୍ୟରୁ…

ଲକ୍‌ଡାଉନ୍‌ରେ ଦୋକାନ ଖୋଲିବା ନେଇ ନୂଆ ନିର୍ଦ୍ଦେଶ ଜାରି କଲେ ଓଡିଶା ସରକାର 

ଭୁବନେଶ୍ୱର: ଲକ୍‌ଡାଉନ୍‌ରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ, ଔଷଧ ଏବଂ ଜରୁରୀକାଳୀନ ସେବା ଯୋଗାଉଥିବା ଦୋକାନ ଖୋଲା ରହିଥିବାବେଳେ, ଓଡିଶା ସରକାରଙ୍କ ପକ୍ଷରୁ ଆଜି ସଂଶୋଧିତ ନିର୍ଦ୍ଦେଶ ଜାରି କରାଯାଇଛି । କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଗତାକାଲି ଜାରି ହୋଇଥିବା ସଂଶୋଧିକ…

ଶ୍ରୀମନ୍ଦିର ଭିତରେ ଚାପ ଖେଳିବେ ଶ୍ରୀଜିଉ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିର ପରିସରରେ ହେବ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଓ ଅକ୍ଷୟ ତୃତୀୟା ନୀତି । ଶ୍ରୀମନ୍ଦିର ଭିତରେ ଅସ୍ଥାୟୀ କୁଣ୍ଡ କରାଯାଇ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ନୌକା ବିହାର ଛାଡି ବାହାର ଚନ୍ଦନ ଯାତ୍ରାର ସମସ୍ତ ବିଧି ପାଳିତ ହେବ ।…