ରାଜ୍ୟର ଏସବୁ ଜିଲ୍ଲାରେ ରହିଛି ଝଡବର୍ଷା ଆଶଙ୍କା, ଜାଣନ୍ତୁ…
ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଶନିବାର ଦିନ ଓଡ଼ିଶାର ୫ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗଞ୍ଜାମ, କୋରାପୁଟ, ଗଜପତି, କଟକ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ…