କୋଭିଡ୍-୧୯ ମହାମାରୀ ବିରୋଧରେ ଲଢେଇ: ଖ୍ରୀଷ୍ଟ (ସମ୍ମିଳିତ) ମଣ୍ଡଳୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫…
ଭୁବନେଶ୍ୱର: ସାରା ରାଜ୍ୟରେ କୋଭିଡ୍-୧୯ ମହାମାରୀ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ସାମିଲ୍ ହୋଇ ସ୍ଥାନୀୟ ଲୋକ ସେବା ମାର୍ଗରେ ଅବସ୍ଥିତ ଖ୍ରୀଷ୍ଟ (ସମ୍ମିଳିତ) ମଣ୍ଡଳୀ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ ଲକ୍ଷ ଟଙ୍କା ଦାନ କରିଛି ।
ମଣ୍ଡଳୀ ପକ୍ଷରୁ ଏକ ପ୍ରତିନିଧି ଦଳ ବୁଧବାର…